Browsing Tag

#odisha

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ସମ୍ବଲପୁରର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।ମାଁ ବର୍ଷସାରା ଲାଲ ରଙ୍ଗରେ ଦର୍ଶନ…

ଆଜି ମହାଳୟା ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ

ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପୁରୀ, ଭୁବନେଶ୍ବର, ଯାଜପୁର ଆଦି ବିଭିନ୍ନ ସ୍ଥାନରେ ପିତୃପକ୍ଷ ପିଣ୍ଡଦାନ କରାଯାଇଛି। ଇନ୍ଦୁ ପୂର୍ଣ୍ଣିମା ଠାରୁ ପିତୃପକ୍ଷ  ଅବସରରେ ଯାଜପୁରର ନାଭିଗୟା ଠାରେ ଦୈନିକ ଶହଶହ ଶ୍ରଦ୍ଧାଳୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସି  ପିଣ୍ଡଦାନ…

ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟି

ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟି। ଆଜି କମିଟିର ସଦସ୍ୟମାନେ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଦେଖିବା ସହ ସ୍ଥିତି ପରଖିଛନ୍ତି। ଏ ଦିଗରେ ଖୁବଶୀଘ୍ର ସରକାରଙ୍କ ସହ ଆଲୋଚନା ହେବ ବୋଲି ଷ୍ଟାଣ୍ଡିଂ କମିଟିର…

ଆଜିର ରାଶିଫଳ

ମେଷ : ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ କିନ୍ତୁ ମାନସିକ ସ୍ତରରେ ବ୍ୟସ୍ତତା ଲାଗିରହିବ। ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇ ପାରନ୍ତି। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ କିନ୍ତୁ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ…

ହେଜବୋଲ୍ଲାର ୭ ବରିଷ୍ଠ କମାଣ୍ଡରଙ୍କୁ ନିପାତ କରିବାରେ ସକ୍ଷମ ହୋଇଛି ଇସ୍ରାଏଲ

ଇସ୍ରାଏଲ ଏବଂ ଆତଙ୍କବାଦୀ ସଂଗଠନ ହେଜବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ଇସ୍ରାଏଲକୁ ବଡ଼ ସଫଳତା ହାସଲ ହୋଇଛି। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ହେଜବୋଲ୍ଲାର ୭ ବରିଷ୍ଠ କମାଣ୍ଡରଙ୍କୁ ନିପାତ କରିବାରେ ସକ୍ଷମ ହୋଇଛି। ସେମାନଙ୍କ ମଧ୍ୟରେ ହେଜବୋଲ୍ଲା ମୁଖ୍ୟ ହସନ…

ଈଶ୍ବରଙ୍କୁ ରାଜନୀତିରୁ ଦୂରେଇ ରଖନ୍ତୁ -ସୁପ୍ରିମ୍‌କୋର୍ଟ

ଯେଉଁମାନେ ସାମ୍ବିଧାନିକ ପଦବୀରେ ଅଛନ୍ତି ଈଶ୍ବରଙ୍କୁ ରାଜନୀତିରୁ ଦୂରେଇ ରଖିବେ ବୋଲି ଆଶା କରାଯାଉଛି। ତିରୁପତି ମନ୍ଦିର ଲଡୁ ବିବାଦକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଏକ ଖଣ୍ଡପୀଠ ଶୁଣାଣି ବେଳେ ଏହି ମନ୍ତବ୍ୟ ଦେଇଛନ୍ତି।ଆନ୍ଧ୍ର‌ପ୍ରଦେଶ ସରକାରଙ୍କ ପକ୍ଷରୁ ଲଢୁଥିବା ଓକିଲ ମୁକୁଲ…

ମାଣ୍ଡିଆ ନେଇପାରେ ଛତୁଆରେ ଜାଗା

ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ…

ଭରତପୁର ଥାନାରେ ନିର୍ଯାତନା ମାମଲା : ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ତଦନ୍ତ କମିଶନ ଜଷ୍ଟିସ୍ ଚିତ୍ତରଞ୍ଜନ ଦାସ ପ୍ରଥମ ବୈଠକ କରିଛନ୍ତି। ଏଥିରେ ପୁଲିସ ଡିଜି ଓ ଗୃହ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକ ପରେ କମିଶନଙ୍କ ସଚିବ ଗଣମାଧ୍ୟମକୁ ସୂଚନା…

ଟ୍ରକ୍ କୁ ପିଟିଲା ବସ୍,ଜଣେ ମୃତ ୨୦ ଆହତ

ଯାଜପୁର ଜିଲ୍ଲା ଜାରକା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଏଠାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ବସ୍ ପିଟିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୨୦ ଜଣ ଆହତ ହୋଇଥିବା ଜଣାଯାଇଛି। ଧର୍ମଶାଳା ମେଡ଼ିକାଲରେ ଆହତମାନେ ଚିକିତ୍ସା ହେଉଛନ୍ତି।ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ…

ଅକ୍ଟୋବର ୯ରେ ମିଳିବ ସୁଭଦ୍ରା ଟଙ୍କା

ରାଜ୍ୟର ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଆସନ୍ତା ଅକ୍ଟୋବର ୯ତାରିଖରେ ସୁଭଦ୍ରା ଯୋଜନାରେ ୫ହଜାର ଟଙ୍କା ଲେଖାଏ ମିଳିବ। ଏନେଇ ବାରିପଦାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ…