Browsing Tag

#odisha

ପାରାଦୀପ ମହାନଦୀ ମୁହାଣରେ ଫସିଛନ୍ତି ୧୪ ମତ୍ସ୍ୟଜୀବୀ

ପାରାଦୀପ ମହାନଦୀ ମୁହାଣରେ ଫସିଛନ୍ତି ୧୪ ମତ୍ସ୍ୟଜୀବୀ । ଗୁରୁବାର ଦୁଇଟି ମାଛଧରା ବୋଟ ଅଚଳ ହୋଇଯିବାରୁ ମଝି ସମୁଦ୍ରରେ ଫସିରହିଥିବା ସୂଚନା ମିଳିଛି। ସେମାନଙ୍କୁ ଉଦ୍ଧାର କରାଯାଇ ପାରି ନ ଥିବା ଜଣାଯାଇଛି। ପ୍ରଥମେ ଏକ ମାଝଧରା ବୋଟ ସମୁଦ୍ର ମଝିରେ ଅଚଳ ହୋଇ ଯାଇଥିଲା। ସୂଚନା ପାଇ ଉଦ୍ଧାର…

ଭୁବନେଶ୍ବରରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର ପାର୍ଟି ଅଫିସରେ ଭାଜପାର ମନ୍ତ୍ରୀ, ଏମପି ଓ ବିଧାୟକଙ୍କୁ ଗୁରୁ ମନ୍ତ୍ର…

ବର୍ଷା ଯୋଗୁଁ ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା

ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା ହୋଇଛି । ବର୍ଷା ଯୋଗୁଁ ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  କେବଳ ପୁରୀ ଜିଲ୍ଲା ନୁହେଁ ଭିଜୁଛି ସାରା ଓଡିଶା। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ…

ପୁରୀ ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର

ପୁରୀ ଶ୍ରୀମନ୍ଦିରରେ ଫୁଡ୍ ଇନ୍ସପେକ୍ଟର ନିଯୁକ୍ତ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ମହାପ୍ରଭୁଙ୍କୁ ଲାଗି ହେଉଥିବା ମହାପ୍ରସାଦ ସହ ବିଭିନ୍ନ ଶୁଖିଲା ଭୋଗର ମାନ ଯାଞ୍ଚ କରିବେ ଫୁଡ୍ ଇନ୍ସପେକ୍ଟର। ଖୁବ୍‌ ଶୀଘ୍ର ଶ୍ରୀମନ୍ଦିରରେ ଫୁଡ୍…

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଜେ  ପି ନଡ୍ଡା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ  ପି ନଡ୍ଡା ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶ୍ରୀ ନଡ୍ଡା ପୂର୍ବାହ୍ନ ୧୦ଟା ୩୦ରେ ଭୁବନେଶ୍ବରରେ ପହଞ୍ଚିବା ପରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ଣରେ ଫେରିଯିବେ ବୋଲି ଜଣାପଡ଼ିଛି। ଓଡ଼ିଶା ବିଜେପି ସଦସ୍ୟତା ଅଭିଯାନ…

ମୁଁ ଦେଇଥିବା ବୟାନ ପ୍ରତ୍ୟାହାର କରୁଛି – କଙ୍ଗନା ରାଣାୱତ

ଭାରତୀୟ ଜନତା ପାର୍ଟିର ଲୋକସଭା ସାଂସଦ ତଥା ଅଭିନେତ୍ରୀ କଙ୍ଗନା ରାଣାୱତ ନିଜ ବୟାନକୁ ନେଇ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଜାରି କରି ପୂର୍ବରୁ ଦେଇଥିବା ବୟାନକୁ ପ୍ରତ୍ୟାହାର କରିଛନ୍ତି କଙ୍ଗନା। ସେ କହିଛନ୍ତି କୃଷି ଆଇନକୁ ନେଇ ମୁଁ ଦେଇଥିବା…

ଲୋକଙ୍କ ଘରେ କ୍ଷେପଣାସ୍ତ୍ର ଗଚ୍ଛିତ ରଖିଛି ଆତଙ୍କବାଦୀ ସଂଗଠନ ଯାହାର ଫଟୋ ଜାରି କରିଛି ଇସ୍ରାଏଲ

ଲୋକଙ୍କ ଘରେ କ୍ଷେପଣାସ୍ତ୍ର ଗଚ୍ଛିତ ରଖିଛି ଆତଙ୍କବାଦୀ ସଂଗଠନ ହେଜବୋଲ୍ଲା। ଘରେ ଘରେ ରହିଛି ଅସ୍ତ୍ରଶସ୍ତ୍ର। ଯାହାର ଫଟୋ ଜାରି କରିଛି ଇସ୍ରାଏଲ। ଇସ୍ରାଏଲ ବିରୋଧରେ ଏସବୁ ଅସ୍ତ୍ରଶସ୍ତ୍ରକୁ ବ୍ୟବହାର କରୁଛି ହେଜବୋଲ୍ଲା, ଯେଉଁଥିପାଇଁ ଏବେ ଯୁଦ୍ଧ ଘନେଇବାରେ ଲାଗିଛି। ପୂର୍ବରୁ ଇସ୍ରାଏଲ…

୧୦୦ କୋଟି ଟଙ୍କାର ରୁପା ଓ ସୁନା ଅଳଙ୍କାରରେ ସଜେଇ ହେବେ ମା’

ଏଥର କଟକ ଦଶହରାରେ ପୂଜାମଣ୍ଡପଗୁଡ଼ିକରେ ପାଖାପାଖି ୧୦୦ କୋଟି ଟଙ୍କାର ରୁପା ଓ ସୁନା ଅଳଙ୍କାରରେ ସଜେଇ ହେବେ ମା’। ବିଭିନ୍ନ କାରଣରୁ ଏଥର ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟେକ ପୂଜା ମଣ୍ଡପରେ ଅଗ୍ନିଶମ ବିଭାଗ ପକ୍ଷରୁ ଧାର୍ଯ୍ୟ…

‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ,ଖର୍ଚ୍ଚ ହେବ ଏତିକି କୋଟି

ସରକାର ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’କୁ କାର୍ଯ୍ୟକାରୀ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ମଧ୍ୟ ଏଥିପାଇଁ ସୁପାରିସ କରିସାରିଥିବାବେଳେ କେନ୍ଦ୍ର କ୍ୟାବିନେଟ୍‌ ଏହାକୁ ମଞ୍ଜୁରି ଦେଇସାରିଛି। ଗୋଟିଏ ଦେଶ…

ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଶ୍ରମିକମାନଙ୍କୁ ପୂଜାଭେଟି ଦେଇଛନ୍ତି।  ଦିଲ୍ଲୀର ଅସଂଗଠିତ କ୍ଷେତ୍ରର କୁଶଳୀ, ଅର୍ଦ୍ଧ-କୁଶଳୀ ଏବଂ କୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କରାଯାଇଛି | ଦାୟିତ୍ବ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ  ଆତିଶୀ ତାଙ୍କର ପ୍ରଥମ…