Browsing Tag

#odisha

ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ପରିର୍ତ୍ତନକୁ ନେଇବିଧାନସଭାରେ ହଟ୍ଟଗୋଳ ସୃଷ୍ଟି

 ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ପରିର୍ତ୍ତନକୁ ନେଇ ଗୁରୁବାର ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ଏବଂ ବିଜେଡ଼ି ବିଧାୟକ ଏହି ପ୍ରସଙ୍ଗରେ ଶାସକ ବିଜେପିକୁ ଘେରିଛନ୍ତି। ୧୫୬ ବର୍ଷର ପୁରୁଣା…

ୟୁନୁସଙ୍କ ଚେତାବନୀ: ‘ମୁହଁରେ ତାଲା ଲଗାଇ ବସନ୍ତୁ ଶେଖ ହସିନା’

ଗତ ଅଗଷ୍ଟ ୫ ତାରିଖରେ ବାଂଲାଦେଶରେ ସରକାର ବଦଳିବା ପରଠାରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଅଛନ୍ତି। ବାଂଲାଦେଶରେ ସରକାର ବିରୋଧୀ ହିଂସା ଉଗ୍ରରୂପ ନେବା ପରେ ହସିନାଙ୍କୁ ବାଧ୍ୟବଶତଃ ଇସ୍ତଫା ଦେବାକୁ ପଡ଼ିଥିଲା। ଏହା ପରେ ଗିରଫଦାରି ଭୟରେ ସେ ଦେଶ ଛାଡ଼ି ଭାରତ ପଳାଇ…

ଚଳିତ ବର୍ଷରୁ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ,ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର…

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ…

ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ଏହି ଦକ୍ଷିଣ ଏସୀୟ ରାଷ୍ଟ୍ର ଗସ୍ତ କରିଥିବା ଜଣାପଡିଛି। ଆଜି ( ଗୁରୁବାର) ସିଙ୍ଗାପୁର ପାର୍ଲାମେଣ୍ଟରେ ମୋଦୀଙ୍କ ସରକାରୀ ଭାବେ ସ୍ଵାଗି ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ଏହାପରେ ସେ…

ଆମେରିକା ଜର୍ଜିଆର ହାଇସ୍କୁଲରେ ଗୁଳିମାଡ

ଆମେରିକା ଜର୍ଜିଆର ଏକ ହାଇସ୍କୁଲରେ ଗୁଳିମାଡ ହୋଇଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଛାତ୍ର ଓ ଦୁଇ ଜଣ ଶିକ୍ଷକ ରହିଛନ୍ତି। ଗୁଳିମାଡରେ ଗୁରୁତର ହୋଇଥିବା ୯ ଜଣଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବହୁ ସଂଖ୍ୟକ ପୁଲିସ୍…

ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର ପ୍ରବଳ ବର୍ଷା

ଉତ୍ତର ଆନ୍ଧ୍ର ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର କେତେକ…

ନଭେମ୍ବର ୧୫ରୁ ମହାନଦୀପଠାରେ ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ

ଐତିହାସିକ କଟକ ବାଲିଯାତ୍ରାରେ ଲୋକେ ବୁଲିବାର ମଜା ନେଇଥାନ୍ତି। ମୀନାବଜାର ଠାରୁ ଆରମ୍ଭ କରି ମନୋରଂଜନ ପର୍ଯ୍ୟନ୍ତ ବ୍ୟବସ୍ଥା ହୋଇଥାଏ। ଲୋକେ ମନଖୁସିରେ ଖିଆପିଆ କରନ୍ତି। ଘରୋଇ ସାମଗ୍ରୀ କିଣାକିଣି କରନ୍ତି। ବାଲିଯାତ୍ରାରେ ବ୍ୟବସାୟୀମାନେ କୋଟିକୋଟି ଟଙ୍କାର ବ୍ୟବସାୟ କରନ୍ତି।…

ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ

୨୦୧୭ ମସିହାରେ ରାଜ୍ୟରେ ଶେଷଥର ଲାଗି ଛାତ୍ର ସଂସଦ ନିର୍ବାଚନ ହୋଇଥିଲା। ରାଜ୍ୟରେ ନୂଆ ସରକାର ଗଠନ ପରେ ଏବର୍ଷ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ ବୋଲି ଆଇନ ମନ୍ତ୍ରୀ ଘୋଷଣା କରିଛନ୍ତି। ବିଜେଡି ପରି ବିଜେପି ସରକାର ମଧ୍ୟ ଛାତ୍ରଛାତ୍ରୀମାନଙ୍କୁ ଗାଣତାନ୍ତ୍ରିକ ଅଧିକାରରୁ ବଞ୍ଚିତ…

‘ସୁଭଦ୍ରା ଯୋଜନା’ : ଜନସେବା କେନ୍ଦ୍ରରେ ବିଶୃଙ୍ଖଳା ସୃଷ୍ଟି

ଓଡ଼ିଶା ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ସୁଭଦ୍ରା ଯୋଜନା’ ଶହ ଶହ ମହିଳାଙ୍କୁ ଆଧାର କାର୍ଡ ଅପଡେଟ୍ / ସଂଶୋଧନ କରିବା ପାଇଁ ଆଧାର ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରକୁ ଦୌଡ଼ିବାକୁ ବାଧ୍ୟ କରିଛି। ଶେଷ ମୁହୂର୍ତ୍ତରେ ଜନସେବା କେନ୍ଦ୍ରରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ଭୁଲ ସୂଚନା ଏବଂ…

ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ପରବର୍ତ୍ତୀ ପ୍ରୋଜେକ୍ଟ ‘ଭାରତ ଭାଗ୍ୟ ବିଧାତା’

ଅଭିନେତ୍ରୀ ତଥା ଲୋକ ସଭା ଏମ୍‌ପି କଙ୍ଗନା ରାଣାଓ୍ବତ ମଙ୍ଗଳବାର ନିଜର ପରବର୍ତ୍ତୀ ପ୍ରୋଜେକ୍ଟ ବିଷୟରେ ଘୋଷଣା କରିଛନ୍ତି। ମନୋଜ ତାପାଡ଼ିଆଙ୍କର ନିର୍ଦ୍ଦେଶନାରେ ଏବଂ ବବିତା ଆଶିଓ୍ବାଲ ଓ ଆଦି ଶର୍ମାଙ୍କ ପ୍ରଯୋଜନାରେ ନିର୍ମିତ ହେବାକୁ ଥିବା ‘ଭାରତ ଭାଗ୍ୟ ବିଧାତା’ ଫିଲ୍ମରେ ସେ ଅଭିନୟ…