Browsing Tag

#odisha

ଡିଜେଲ ଯାନ ଉତ୍ପାଦନ ବନ୍ଦ କରିବାକୁ କାର୍ ନିର୍ମାତାଙ୍କୁ ସେ ନିବେଦନ କରିଛନ୍ତି ନୀତିନ ଗଡ଼କରୀ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏକ ବଡ଼ ବୟାନ ଦେଇଛନ୍ତି । ଡିଜେଲ ଗାଡ଼ିକୁ ବିଦାୟ ଦେବାକୁ ସେ କମ୍ପାନି ଓ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ସିଆଇଆଇର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ନୀତିନ ଗଡ଼କରୀ ଡିଜେଲକୁ ବିଦାୟ ଦେବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଖାଲି…

ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା – ବିଜେପି ବିଧାୟିକା ଉପାସନା ମହାପାତ୍ର

ସୁଭଦ୍ରା ଯୋଜନାକୁ ନେଇ ସମାଲୋଚନା କରିବାକୁ ନେଇ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ବିଧାୟିକା ଉପାସନା ମହାପାତ୍ର। ସେ କହିଛନ୍ତି, ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା। ମହିଳାଙ୍କୁ ସଶକ୍ତିକରଣ କରିବା ପାଇଁ ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି ମୋହନ ସରକାର।…

ଦୁଷ୍କର୍ମ ମାମଲାଗୁଡ଼ିକ ବହୁସଂଖ୍ୟାରେ ବିଚାରାଧୀନ ରହିବା ନ୍ୟାୟପାଳିକା ପାଇଁ ଏକ ବଡ଼ ଚ୍ୟାଲେଞ୍ଜ – ରାଷ୍ଟ୍ରପତି

କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ନେଇ ଜୋର୍‌ଦାର ପ୍ରତିବାଦ ଭିତରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଷ୍କର୍ମ ମାମଲାରେ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ ଦୁଷ୍କର୍ମ ମାମଲାଗୁଡ଼ିକ ବହୁସଂଖ୍ୟାରେ…

ଅଭିନେତ୍ରୀ ତଥା ନୃତ୍ୟ ନିର୍ଦ୍ଦେଶିକାଙ୍କୁ ନିର୍ମମ ହତ୍ୟା

ସେ ଖୁବ ସୁନ୍ଦର ସହ ଜଣେ ସଫଳ ଅଭିନେତ୍ରୀ ଏବଂ ଫିଲ୍ମ ଇଣ୍ଡଷ୍ଟ୍ରୀରେ ପ୍ରସିଦ୍ଧ ନୃତ୍ୟ ନିର୍ଦ୍ଦେଶିକା ଭାବେ କାମ କରୁଥିଲେ। ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଚଢିବା ସହ ସୋସିଆଲ ମିଡ଼ିଆରେ ମଧ୍ୟ ତାଙ୍କର ପ୍ରଶଂସକଙ୍କ ସଂଖ୍ୟା ବଢିବାରେ ଲାଗିଥିଲା। ହେଲେ ଅଚନାକ ବନ୍ଦ କୋଠରୀରୁ ତାଙ୍କ…

ଚାରିଦିନିଆ ଓଡ଼ିଶା ଗସ୍ତରେ ଆର୍‌ ବି ଆଇ ଗଭର୍ନର

ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ( ଆର୍‌ ବି ଆଇ) ଗଭର୍ନର ଶକ୍ତିକାନ୍ତ ଦାସ। ଏହି ଅବସରରେ ସେ ପୁରୀ ଯାଇ ହାପ୍ରଭୁଙ୍କ ଦର୍ଶନକରିଛନ୍ତି। ତାଙ୍କ ସହିତ ତାଙ୍କ ସହଧର୍ମିଣୀ ମଧ୍ୟ ରହିଛନ୍ତି। ଉଭୟ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ ଭାବବିହ୍ବଳ …

ଜେଡିୟୁ ମୁଖପାତ୍ର ପଦରୁ କେସି ତ୍ୟାଗିଙ୍କ ଇସ୍ତଫା

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ(ଜନତା ଦଳ ୟୁନାଇଟେଡ୍‌)ର ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ କେସି ତ୍ୟାଗି। ଏହାପରେ ରାଜୀବ ରଞ୍ଜନ ପ୍ରସାଦଙ୍କୁ ନୂଆ ମୁଖପାତ୍ର ନିଯୁକ୍ତ କରାଯାଇଛି। ସୂଚନା ଅନୁସାରେ, ଇସ୍ରାଏଲ-ପାଲେଷ୍ଟାଇନ୍…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ଗତକାଲି ଚଢ଼ଉ ବେଳେ ବିଇଓଙ୍କ ୩ଟି ବହୁତଳ କୋଠା ଠାବ ହୋଇଥିଲା। ଏହାଛଡ଼ା ତାଙ୍କ ଘରୁ ସାଢ଼େ ୬ ଲକ୍ଷ ସହ…

ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ  …

ରୁଷରେ ବଡ ଅଘଟଣ; ଏମଆଇ-୮ଟି ହେଲିକପ୍ଟର ନିଖୋଜ

ରୁଷରେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। ରୁଷର ଏକ ହେଲିକପ୍ଟର କାମଚାତକାରେ ନିଖୋଜ ହୋଇଯାଇଛି। ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ ଆଶଙ୍କା କରାଯାଉଛି। ଏମଆଇ-୮ଟି ହେଲିକପ୍ଟରରେ କ୍ରୁ ସଦସ୍ୟଙ୍କ ସମେତ ୨୨ ଜଣ ଥିଲେ।ମିଳିଥିବା ସୂଚନାନୁଯାୟୀ, ରୁଷର ଏମଆଇ-୮ଟି ହେଲିକପ୍ଟର ଶନିବାର ରୁଷର…

ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ମାମଲାରେ ଯେତେ ଶୀଘ୍ର ନିଷ୍ପତ୍ତି ନିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମହିଳାଙ୍କ ଉପରେ ଅତ୍ୟାଚାର ଏବଂ ଶିଶୁଙ୍କ ସୁରକ୍ଷା ସମାଜ ପାଇଁ ଗଭୀର ଚିନ୍ତାର ବିଷୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ମହିଳାଙ୍କ ସୁରକ୍ଷା ପାଇଁ ଦେଶରେ ଅନେକ କଠୋର ଆଇନ ପ୍ରଣୟନ କରାଯାଇଛି, କିନ୍ତୁ ଏହାକୁ ଅଧିକ ସକ୍ରିୟ କରିବାର ଆବଶ୍ୟକତା ରହିଛି। ମହିଳାଙ୍କ ଉପରେ…