Browsing Tag

#odisha

ଅଜିତ ପାୱାର ଜଣେ ଜନନେତା ଥିଲେ ଯାହାଙ୍କର ଏକ ଦୃଢ଼ ଜନସମର୍ଥନ ଥିଲା- ମୋଦୀ

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।…

ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ

ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା । ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟ୍ରେ…

ଶ୍ରୀମନ୍ଦିରରେ ଆଜି  ମହାପ୍ରଭୁଙ୍କ ସ୍ୱତନ୍ତ୍ର ‘ବନକଲାଗି’ ନୀତି ଅନୁଷ୍ଠିତ ହେବ , ଚାରି ଘଣ୍ଟା ପାଇଁ…

ଆଜି ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରଭୁଙ୍କ ବନକଲାଗି ନୀତି ଲାଗି ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାଘ ଶୁକ୍ଳ ଦଶମୀ ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଏହି ନୀତି। ବନକଲାଗି ନୀତି ପାଇଁ ଚାରି ଘଣ୍ଟା ପାଇଁ ବନ୍ଦ ରହିବ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ସହ କାକର ପଡ଼ିବା ନେଇ ଆକଳନ କରିଛି ବିଭାଗ

ଶୀତ କମିବ । ଆସନ୍ତା ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ରହିବା ସହ କାକର ପଡ଼ିବ । ଦିନର ତାପମାତ୍ରା ୩୨ ଡିଗ୍ରୀ ଓ ରାତିରେ ୧୫ ଡିଗ୍ରୀ ରହିବ । ପାଣିପାଗ ବିଭାଗ ଏହି ଆକଳନ କରିଛି । ସେହିପରି…

ଆପଣ କଣ ଜାଣିଛନ୍ତି କି ଏମିତି ବି ଫଳ ଅଛି  ଯାହା ଆମ ଶରୀରକୁ ଭରପୂର ମାତ୍ରାରେ  ପ୍ରୋଟିନ୍ ଯୋଗାଇଥାଏ , ଆସନ୍ତୁ…

ଆଜିକାଲି ଅଧିକାଂଶ ଲୋକେ ପ୍ରୋଟିନ୍ ପଛରେ ଧାଉଁଛନ୍ତି । ଶରୀର ଗଠନ କରିବାପାଇଁ ଚାହାଁନ୍ତୁ କି ଓଜନ କମ୍ କରିବା ପାଇଁ ଚାହାଁନ୍ତୁ ସବୁବେଳେ ପ୍ରୋଟିନର ଆବଶ୍ୟକତା ରହିଛି ।  ଆମେ ବେଶ୍ ଭଲ ଭାବେ ଜାଣିଛେ ଯେ ପ୍ରୋଟିନ୍ ଆମ ଶରୀର ପାଇଁ କେତେ ଜରୁରୀ । ଅଧିକାଂଶ ଲୋକେ ଡାଇଟେସିଆନ୍ ମାନଙ୍କ…

ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ

ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡି, ପିୟୁସିସି ଓ ସ୍ମାର୍ଟ ମିଟର ପ୍ରସଙ୍ଗରେ ୮ ଘଣ୍ଟିଆ ବନ୍ଦ ପାଳନ କରାଯିବ । ତିନିଟି ପ୍ରସଙ୍ଗକୁ ନେଇ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାଁରେ ଫାଇନ୍‌ ଆଦାୟ ଓ…

ମହାଶିବରାତ୍ରିରେ ଏହି ତିନି ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ

ଶିବ ପୁରାଣ ଅନୁସାରେ, ଭଗବାନ ଶିବ ଏକ ଲିଙ୍ଗ ରୂପରେ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲଗୁଣ ମାସର କୃଷ୍ଣ ପକ୍ଷର ଚତୁର୍ଦ୍ଦଶୀ ତିଥି ଥିଲା, ଏବଂ ଏହା ରାତି ଥିଲା। ଏହି ଦିନକୁ ମହାଶିବରାତ୍ରି କୁହାଯାଏ। ଶାସ୍ତ୍ରରେ, ଶ୍ରାବଣ ନକ୍ଷତ୍ରକୁ ଶିବ ଉପାସନା…

ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ

ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବଡ଼ ଯୋଜନା ଆଣିବାକୁ…

ଆମେରିକାରେ ଶୀତକାଳୀନ ଝଡ଼ , ଅସ୍ତବ୍ୟସ୍ତ ଜନଜୀବନ

ଆମେରିକାରେ ଶୀତକାଳୀନ ଝଡ଼ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ବରଫ ଭିତରେ ଲୋକମାନେ ଥରୁଥିବା ବେଳେ ଶୀତଝଡ଼ରେ ପ୍ରାୟ ୩୦ ଜଣଙ୍କର ମୃତ୍ୟୁ ଘଟିଛି। ବିମାନ ଚଳାଚଳ ବ୍ୟାହତ ହୋଇଛି ଏବଂ ପ୍ରମୁଖ ବିମାନ ବନ୍ଦରଗୁଡ଼ିକରେ ଅନେକ ବିମାନକୁ ବାତିଲ କରିବାକୁ ପଡ଼ିଛି। ଏହି ସପ୍ତାହ ଶେଷରେ ଆଉ ଏକ…

ଆସନ୍ତୁ ଜାଣିବା କେଉଁ ସମସ୍ୟା ପାଇଁ କେଉଁ ଡାଲି ଲାଭଦାୟକ

ଭାରତୀୟ ରୋଷେଇରେ ଡାଲି ପ୍ରତିଦିନ ଥାଳିର ଏକ ଅତ୍ୟାବଶ୍ୟକ ଅଂଶ। ଯେପରି ମୁଗ, ଚଣା, ମସୁର ଏବଂ ଅରହର ଭଳି ଡାଲି ପ୍ରତ୍ୟେକ ଘରେ ଖିଆଯାଏ। କିନ୍ତୁ ଆପଣ କ’ଣ ଜାଣନ୍ତି କି ପ୍ରତ୍ୟେକ ଡାଲିର ଏକ ଭିନ୍ନ ପୁଷ୍ଟିକର ଏବଂ ସ୍ୱାସ୍ଥ୍ୟ ପ୍ରଭାବ ଥାଏ ? ଆମେ ପ୍ରାୟତଃ ସ୍ୱାଦ କିମ୍ବା ଅଭ୍ୟାସ ଅନୁସାରେ…