Browsing Tag

#odisha

ସବୁ ଶିକ୍ଷାନୁଷ୍ଠାନକୁ ଦିଆଯିବ ଜମିପଟ୍ଟା

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର ସୁଦ୍ଧା ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି। ୨୪ ବର୍ଷର ସରକାର ସମୟରେ ଅନେକ…

ଆସୁଛି ନୂଆ ସିନେମା ଆଶ୍ରମ

କୌଣସି କ୍ଷେତ୍ରରେ ସଫଳତା ପାଇବା ସହଜ କଥା ନୁହେଁ। ଏଥିପାଇଁ ଲୋଡା ଏକାଗ୍ରତା, ଚେଷ୍ଟା ଆଉ ପ୍ରଗାଢ଼ ନିଷ୍ଠା। ପାଠପଢ଼ା ସମୟରେ ସେ ନିଜକୁ ନୃତ୍ୟ କଳା ସହ ଜଡିତ ରଖିଥିଲେ। ତଥାପି ସେ ନିଜର ଲକ୍ଷ୍ୟ ହାସଲ କରିବା ସହ ଜଣେ ଆଇଏଏସ ଅଫିସର ହୋଇପାରିଛନ୍ତି। ନିଜ କର୍ତ୍ତବ୍ୟମୟ ଜୀବନରେ ସେ କିପରି…

ଓଡ଼ିଶାରେ ସୁନାଖଣି , ନିଲାମ ପାଇଁ ପ୍ରସ୍ତୁତ

ଓଡିଶାରେ ସୁନା ଖଣିର ସନ୍ଧାନ ମିଳିଛି। ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲା…

ସିମ୍‌ ବକ୍ସ ମାମଲା : ମାଷ୍ଟରମାଇଣ୍ଡ ଆସାଦୁର ଜମାନର ଫଟୋ ଜାରି କରିଛି କମିଶନରେଟ ପୁଲିସ

ସିମ୍‌ ବକ୍ସ ମାମଲାରେ ସାମ୍ନାକୁ ଆସୁଛି ସାଂଘାତିକ ତଥ୍ୟ। ଏହି ମାମଲାରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା ସାମ୍ବାଦିକ ସମ୍ମିଳନୀ ଜରିଆରେ କହିଛନ୍ତି, ରାଜୁ ମଣ୍ଡଳକୁ ରିମାଣ୍ଡରେ ନେବା ପରେ କମିଶନରେଟ ପୁଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏହି ଘଟଣାର ମାଷ୍ଟରମାଇଣ୍ଡ…

ବେଆାଇନ ମଦ ଭାଟି ଉପରେ ଚାଲିବ ବୁଲଡ଼ୋଜର

ବେଆଇନ ମଦ କାରବାର ବିରୋଧରେ ଖୁବଶୀଘ୍ର ଆକ୍ସନ ମୋଡକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର ଆସିବେ। ଚିକିଟି ମଦ ମୃତ୍ୟୁ ଘଟଣାରେ ଜଣଙ୍କୁ ବଦଳି ଓ ଦୁଇ ଜଣଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି।ଗଞ୍ଜାମ ମଦ ମୃତ୍ୟୁ ଘଟଣାରେ ଆରଡିସି ତଦନ୍ତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ…

ଆଜିର ରାଶିଫଳ

ମେଷ: ବକେୟା ଧନ ପାଇବେ। ସାମାଜିକ କାର୍ଯ୍ୟରେ ସହଯୋଗ ଦେବା ପାଇଁ ଚିନ୍ତା କରିବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କଲେ ଲାଭ ପାଇବେ। ଜରୁରୀ କାମରେ ଯାତ୍ରା ସୁଖଦ ରହିବ। ବୃଷ: ନୂଆ କାମ ଆରମ୍ଭ କରନ୍ତୁ ଯଥେଷ୍ଟ ଲାଭ ହେବ। ନିକଟ ସଂପର୍କିୟ ଆପଣଙ୍କୁ ଭଲ ପରାମର୍ଶ ଦେବେ। ନବ ବିବାହିତ…

ଆଜି ୩ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏବଂ ଗୋଟିଏ ପଞ୍ଚାୟତ ସମିତି ଉପାଧ୍ୟକ୍ଷଙ୍କ ପାଇଁ ହେବ ଭୋଟିଂ

ସାଧାରଣ ନିର୍ବାଚନ ପରେ ପୁଣି ଉଷ୍ମ ହୋଇଛି ଗାଁ ରାଜନୀତି। ଆଜି ୩ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏବଂ ଗୋଟିଏ ପଞ୍ଚାୟତ ସମିତି ଉପାଧ୍ୟକ୍ଷଙ୍କ ପାଇଁ ହେବ ଭୋଟିଂ। ଖଲ୍ଲିକୋଟ, ରାଇଘର ଓ ଭାପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପାଇଁ ଆଜି ନିର୍ବାଚନ ହେବ । ସେହିପରି ହରଭଙ୍ଗା ପଞ୍ଚାୟତ ସମିତି ଉପାଧ୍ୟକ୍ଷ…

ଆଜି ଦେଶବ୍ୟାପୀ ଇଡି ଅଫିସ୍ ଘେରିବ କଂଗ୍ରେସ

ଆଜି ଦେଶବ୍ୟାପୀ ଇଡି ଅଫିସ୍ ଘେରିବ କଂଗ୍ରେସ । ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ରାଜ୍ୟରେ ଆନ୍ଦୋଳନର ନେତୃତ୍ୱ ନେବେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗତ…

ଆସନ୍ତା ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଏଥିସହ ବଜ୍ରପାତ ହେବ। ତେବେ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ…

ସେପ୍ଟେମ୍ବର ଶେଷ ସୁଦ୍ଧା ପ୍ରତି ଘରେ ବିଜୁଳି

ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି । ବିଦ୍ୟୁତକରଣ ହେଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର । ଖାଲି ସେତିକି ନୁହେଁ, ସବୁ ଘରକୁ ବିଜୁଳି ଯୋଗାଇ ଦେବା ପାଇଁ…