ଆଜି ଶ୍ରାବଣ ମାସର ଶେଷ ସୋମବାର
ଆଜି ଶ୍ରାବଣ ମାସର ଶେଷ ସୋମବାର। ଜଳ ଲାଗି ପାଇଁ ରାଜ୍ୟର ସବୁ ଶିବ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ମନସ୍କାମନା ପୂରଣ ଆଶାରେ ଲମ୍ବା ଧାଡିରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡିଆ। ବୋଲ ବମ୍ ହର ହର ବମ୍ ଧ୍ବନୀରେ ପ୍ରକମ୍ପିତ ହେଉଛି ପୁରା ପରିବେଶ ।…