Browsing Tag

#odisha

ଦମନ ଜିତିଲା ଜାତୀୟ ପୁରସ୍କାର

୭୦ ତମ ନ୍ୟାସନାଲ ଫିଲ୍ମ୍ ଆୱାର୍ଡ ଘୋଷଣା କରାଯାଇଛି । ପୁରସ୍କାର ପାଇବାକୁ ଥିବା ସିନେମା ତାଲିକାରେ ଓଡିଆ ସିନେମା ଦମନ ସ୍ଥାନ ପାଇଛି । ବେଷ୍ଟ ଓଡିଆ ଫିଚର ଫିଲ୍ମ ଭାବେ ଦମନ ସିନେମାକୁ ମନୋନୀତ କରାଯାଇଛି । ଏହି ସିନେମାରେ ମୁଖ୍ୟ ଅଭିନେତା ଭୂମିକାରେ ଅଭିନୟ କରିଥିବା ବାବୁସାନ ମହାନ୍ତି…

ଚାନ୍ଦି ବାସନରେ ଭୋଜନ ସ୍ବାସ୍ଥ୍ୟ ପାଇଁ ବରଦାନ

ରୁପାରୁ କେବଳ ଗହଣା ନୁହେଁ ବରଂ ବାସନ ମଧ୍ୟ ତିଆରି କରାଯାଏ । ଏହା ମହଙ୍ଗା ହୋଇଥିବା କାରଣରୁ କମ୍‌ ଲୋକେ ଏହାକୁ ବ୍ୟବହାର କରି ଥାଆନ୍ତି । ମାତ୍ର ରୁପା ବାସନରେ ଖାଦ୍ୟ ସେବନ କରିବା କୌଣସି ବରଦାନରୁ କମ୍‌ ନୁହେଁ । ଆୟୁର୍ବେଦ ଅନୁଯାୟୀ, ରୁପାରେ ଆଣ୍ଟିସେଫଟିକ୍‌, ଆଣ୍ଟି-ବ୍ୟାକ୍ଟେରିୟଲ ଭଳି…

ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ ; ରାସ୍ତାକୁ ଓହ୍ଲାଇଲେ ଛାତ୍ରୀ

ନ୍ୟାୟ ଦାବିରେ ରାସ୍ତାରେ ବସିଲେ ଶତାଧିକ ଛାତ୍ରୀ, ଏକା ଜିଦ୍ ନ୍ୟାୟ ନମିଳିଲେ ଉଠିବେନି । ସୁନ୍ଦରଗଡ ବାଲିଶଙ୍କରା ଆଶ୍ରମ ସ୍କୁଲର ଘଟଣା । ସୁନ୍ଦରଗଡ଼ ଛଟିଶଗଡ ରାସ୍ତାର ବାଲିଶଙ୍କରା ଚାନ୍ଦନି ଛକ ନିକଟରେ ରାସ୍ତା ରୋକ କରିଛନ୍ତି ଶତାଧିକ ଛାତ୍ରୀ । ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷକଙ୍କ…

ଭାରତୀୟ ଷ୍ଟକ ବଜାର , ଉଭୟ ସେନସେକ୍ସ ଓ ନିଫଟି ବୃଦ୍ଧି ସହ ବନ୍ଦ ହୋଇଛି

ଶୁକ୍ରବାର ଭାରତୀୟ ଷ୍ଟକ ବଜାରରେ ଉତ୍ସାହ ଦେଖାଦେଇଛି । ଉଭୟ ସେନସେକ୍ସ ଓ ନିଫଟି ବୃଦ୍ଧି ସହ ବନ୍ଦ ହୋଇଛନ୍ତି । ସେନସେକ୍ସ ୧୩୩୧ ପଏଣ୍ଟ ବୃଦ୍ଧି ସହ ୮୦୪୩୬.୮୪ ପଏଣ୍ଟରେ ବନ୍ଦ ହୋଇଛି ।  ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟିରେ ୩୯୭ ପଏଣ୍ଟ ବୃଦ୍ଧି ସହ ୨୪୫୪୧.୧୫ ପଏଣ୍ଟରେ ବନ୍ଦ ହୋଇଛି ।…

 ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ଡିଜିପି

ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ପୋଲିସ ମହାନିର୍ଦ୍ଦେଶକ ( ଡିଜିପି) । ୧୯୯୦ ବ୍ୟାଚର ଆଇପିଏସ୍ ହେଉଛନ୍ତି ଖୁରାନିଆ । ସେ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ସେ ଭୁବନେଶ୍ୱର-କଟକ କମିସନରେଟ ପୁଲିସର କମିସନର ଓ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ…

ଅମିତଙ୍କୁ ସମ୍ବର୍ଦ୍ଧନା ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ପ୍ୟାରିସ ଅଲିମ୍ପିକ୍ସ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଏକମାତ୍ର ଓଡ଼ିଆ ତାରକା ଅମିତ ରୋହିଦାସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଅମିତ ନିଜ ସାଙ୍ଗରେ ଆଣିଥିବା ସାଥୀ ଖେଳାଳିଙ୍କ…

ଇତିହାସ ରଚିଲା ଇସ୍ରୋ

ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଛି ଇସ୍ରୋ । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାୱନ ସ୍ପେଶ ସେଣ୍ଟରରୁ SSLV-D3ରକେଟ ଜରିଆରେ ଆର୍ଥ ଅବଜରବେସନ ସାଟେଲାଇଟ EOS-8ର ସଫଳ ଉତକ୍ଷେପଣ ହୋଇଛି । ଆଜି ସକାଳ ୯ଟା ୧୭ମିନିଟ ସମୟରେ ଏହାର ସଫଳ ଉତକ୍ଷେପଣ ହୋଇଛି । ଇସ୍ରୋର ଏହି ପଦକ୍ଷେପ…

ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କେନ୍ଦ୍ରାପେଡା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ସକାଳୁ ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ  ଓଡ଼ିଶା ଭିଜିଲାନ୍ସ ପକ୍ଷରୁ…

ଓଡିଶା ଫେରୁଛନ୍ତି ବ୍ରୋଞ୍ଜ ପଦକ ବିଜେତା ଓଡ଼ିଆ ପୁଅ ଅମିତ ରୋହିଦାସ

ଆଉ କିଛି ସମୟ ପରେ ଭୁବନେଶ୍ୱରରେ ପହଞ୍ଚିବେ ଓଡ଼ିଆ ପୁଅ ଅମିତ ରୋହିଦାସ। ଅମିତ ରୋହିଦାସଙ୍କୁ ସ୍ୱାଗତ ପାଇଁ ବିମାନ ବନ୍ଦରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।ଅମିତ ରୋହିଦାସ ଏକମାତ୍ର ଓଡ଼ିଆ, ଅଲିମ୍ପିକ୍ସରେ କ୍ରମାଗତ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୂର୍ବରୁ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ…

ଆସନ୍ତାକାଲି ଠାରୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ

ଶନିବାରଠାରୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ। କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆନ୍ଦୋଳନ କରାଯିବ।  ଜରୁରିକାଳୀନ ସେବାକୁ ବାଦ୍ ଦେଇ ସବୁ ଓପିଡି ବନ୍ଦ ରହିବ । ଏ ନେଇ ଭାରତୀୟ ମେଡିକାଲ ସଂଘ ପକ୍ଷରୁ ସୂଚନା ମିଳିଛି। ତେବେ କଲକାତା ହାଇକୋର୍ଟ ଏହି…