Browsing Tag

#odisha

ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ ଆଉ ନାହାନ୍ତି

ବରଗଡ଼: ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ ଆଉ ନାହାନ୍ତି  । ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ । ତାଙ୍କୁ ୭୦ ବର୍ଷ ହୋଇଥିଲା । ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ…

ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତ ହେବ

୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି ।  ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି…

ଆଳୁ ମିଶନ ଫେଲ୍ ପଛର କାରଣ କଣ

ଭୁବନେଶ୍ବର: ରାଜ୍ୟରେ ଆଳୁମିଶନ କାହିଁକି ଫେଲ ହେଲା । ଏହାର ଉତ୍ତର କିଏ ଦେବ । ରାଜ୍ୟ ସରକାର ଏ ଦିଗରେ କାରଣ ଖୋଜିବାକୁ କହିଛନ୍ତି  କଂଗ୍ରେସ ନେତା ବିଜୟ ପଟ୍ଟନାୟକ   ।  ତାଙ୍କ କହିବା କଥା ଦର ବୃଦ୍ଧିକୁ ନିୟନ୍ତ୍ରଣକୁ ଆଣିବା ଲାଗି  ରାଜ୍ୟ ସରକାର କାମ କରୁଛନ୍ତି। କିନ୍ତୁ ପୂର୍ବରୁ ଆଳୁ…

ଏହି ଦିନ ବନ୍ଦ ହେବ ବିଏସକେଓ୍ବାଇ କାର୍ଡ଼

BSKY କୁ ନେଇ ଆସିଲା ବଡ଼ ଅପଡେଟ୍‌। ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ବିଏସକେଓ୍ବାଇ କାର୍ଡ ଏବେ ଜାରି ରହିବ। ଏହାପରେ ସେପ୍ଟେମ୍ବର ୧୦ ତାରିଖ ପରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ । ସେ ଯାଏଁ ଜାରି ରହିବ ବିଏସକେୱାଇ । ବଜେଟ ଆପ୍ରୋପ୍ରିଏସନ ବିଲ…

ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ

ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ। କୋରାପୁଟ ଓ ମାଲକାନଗିରିରେ ଲାଗିରହିଛି ବର୍ଷା। ଫଳରେ ଗୋଦାବରୀ ନଦୀ ଫୁଲିବାରେ ଲାଗିଛି। ତଳିଆ ଅଞ୍ଚଳର ଲୋକ ଭୟଭୀତ ହୋଇ ରହିଛନ୍ତି। କୋରାପୁଟ ଜିଲ୍ଲାରେ ୧୨ଦିନ ହେଲା ଲାଗିରହିଛି ବର୍ଷା। ଗତକାଲି କୋରାପୁଟରେ ରେକର୍ଡ ପରିମାଣର ବର୍ଷା ହୋଇଛି। ଗୋଟିଏ…

ଗଣେଶ ପୂଜା ଅବସରରେ ମୁକ୍ତିଲାଭ କରିବ ,ଭାଗା-କାନ୍ଦ୍ରିଙ୍କ ପ୍ରେମ କାହାଣୀ

ମୁକ୍ତି ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଅପରାହ୍‌ଣର ସୂର୍ଯ୍ୟ’ରେ ଏକ ମନଛୁଆଁ ପ୍ରେମ କାହାଣୀ ରହିଛି। କାହାଣୀର ନାୟିକା ମୁଣ୍ଡପୋତା କେଳା ଘରର ଝିଅ କାନ୍ଦ୍ରି ଏବଂ ନାୟକ ଘୁଷୁରିଆ/ସବାଖିଆ କେଳାଘରର ପୁଅ ଭାଗା। ଖେଳ ଚାଲିଥିଲା ବେଳେ ଉଭୟ ପରସ୍ପରକୁ ଦେଖନ୍ତି। ସେଇଠୁ ଆରମ୍ଭ ହୁଏ ପ୍ରେମ।…

ନୀତି ଆୟୋଗ ବୈଠକରେ ବିଭିନ୍ନ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି

ନୀତି ଆୟୋଗ ବୈଠକରେ ବିଭିନ୍ନ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟରେ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା ଦାବି ପାଇଁ ସହାୟତା ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ। ଧାମରା ଓ ଗୋପାଳପୁରରେ ନିକଟରେ ଶିଳ୍ପାଞ୍ଚଳ ଗଠନ ଦାବି କରିଛନ୍ତି। ଏଥିପାଇଁ ଗଞ୍ଜାମ ଜିଲ୍ଲାରେ ପ୍ରାୟ…

ବିବାହର ୪ବର୍ଷ ପରେ ଅଲଗା ହେଲେ ହାର୍ଦ୍ଦିକ-ନତାଶା

ଭାରତୀୟ ଦଳର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ତାଙ୍କ ପତ୍ନୀ ନତାଶା ଷ୍ଟାଙ୍କୋଭିଚ୍ଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିଛି। ହାର୍ଦ୍ଦିକ ନିଜେ ସାମାଜିକ ଗଣମାଧ୍ୟମରେ ଗୁରୁବାର ଏହା ସ୍ବୀକାର କରିଛନ୍ତି। ହାର୍ଦ୍ଦିକ ଲେଖିଛନ୍ତି, ୪ ବର୍ଷ ଏକାଠି ରହିବା ପରେ ନତାଶା ଓ ମୁଁ ଆପୋଷ ଭାବେ…

ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ସାମଗ୍ରୀ

ପୁରୀ: ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଆଜି ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ଭିତରକୁ ପ୍ରବେଶ କରିଥିଲୁ। ସମସ୍ତେ ଦିବ୍ୟମନରେ ପ୍ରବେଶ କରିଥିଲୁ। ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି…

ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଆଜି ଘୋଷଣା ହେଇପାରେ ଭାରତୀୟ ଦଳ

ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଆଜି ଘୋଷଣା ହେଇପାରେ ଭାରତୀୟ ଦଳ । ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଦୁଇଟି ପୃଥକ ପୃଥକ ଭାରତୀୟ ଦଳ ଘୋଷଣା ହେଇପାରେ । ତେବେ ନିକଟରେ ଜିମ୍ବାଓ୍ୱେ ଗସ୍ତରେ ଥିବା ଯୁବ ଭାରତୀୟ ଦଳରୁ କିଛି ଖେଳାଳି ଏହି ସିରିଜ୍ ପାଇଁ ଦଳରେ…