Browsing Tag

#odisha

ବରିଷ୍ଠ ରାଜନେତା ଡା. ଦାମୋଦର ରାଉତଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ରାଜନେତା ଡା. ଦାମୋଦର ରାଉତଙ୍କ ପରଲୋକ  । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡା. ଦାମୋଦର ରାଉତ  କିମ୍‌ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଏହି ଖବର ପରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ  । ବିଜୁ ଜନତା…

ଆଜି BSKY ନବୀନ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର: ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଦିନ ୧୧ଟାରେ ବିଏସକେୱାଇର ତୃତୀୟ ପର୍ଯ୍ୟାୟ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ପର୍ଯ୍ୟାୟକ୍ରମେ ଏହା ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ…

୧୮ ଘଣ୍ଟାର ଜେରା ପରେ ଭୋର ସାଢ଼େ ୪ଟାରେ ଇଡି କାର୍ଯ୍ୟାଳୟରୁ ବାହାରିଥିଲେ ପ୍ରୟାସକାନ୍ତି

ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଭଣ୍ଡାରିପୋଖରୀର ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି‌ଙ୍କୁ ରାତି ତମାମ ମାରାଥନ ଜେରା କରିଛି ଇଡି।ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ବାପା ପ୍ରଫୁଲ୍ଲ ସାମଲଙ୍କ ପରେ ଗତକାଲି ପୁଅ ପ୍ରୟାସକାନ୍ତି…

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯ କୋଟି ଟଙ୍କାର ପିସି

ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ ।  ପଂଚାୟତଠୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ଚାଲିଛି ପିସି କାରବାର । କେବଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯କୋଟି ଟଙ୍କାର ପିସି କାରବାର ହୋଇଛି । ଆଉ ଏହି ପିସିରୁ ଆଦାୟ ହୋଇଥିବା ଟଙ୍କା ବିଜେଡିର ନିର୍ବାଚନୀ ଖର୍ଚ୍ଚରେ ବ୍ୟବହୃତ ହେଉଛି । …

ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ହେବେ ସାମିଲ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି। ଦିନ ୧୦ଟା ୧୫ରେ ବ୍ରହ୍ମପୁର ପହଞ୍ଚିବା ପରେ ସେଠାରୁ ଭଞ୍ଜବିହାର ଯାଇ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନରେ ଯୋଗଦେବେ। ଏ ଅବସରର ରାଷ୍ଟ୍ରପତି…

ଆଜିର ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୦୧ ତାରିଖ ୨୦୨୪ ମସିହା(ଶୁକ୍ରବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଫାଲଗୁନମାସ- କୃଷ୍ଣପକ୍ଷ ତିଥି- ପଞ୍ଚମୀ ପ୍ରା ଘ୦୬/୨୭ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ ନକ୍ଷତ୍ର- ସ୍ୱାତି ଦିବା ଘ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ବିଶାଖା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କେନ୍ଦୁଝର ଓ ଭୁବନେଶ୍ବରରେ ରହିଛି ଏକାଧିକ କାର୍ଯ୍ୟକ୍ରମ

୪ ଦିନିଆ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଆଜି କେନ୍ଦୁଝର ଓ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ । ଦିନ ୧୦ଟା ୪୦ରେ ସେ କେନ୍ଦୁଝର  ରାଇସୁଆଁରେ ବିମାନ ଯୋଗେ ଅବତରଣ କରିବା ପରେ ସେଠାରୁ ଗୋନାସିକା ଗସ୍ତ କରିବେ । ସେଠାରେ ମହାମହିମ ଜୁଆଙ୍ଗ…

କୃଷି ଭବନରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ

ଭୁବନେଶ୍ବର: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ କୃଷି ଭବନରେ ପହଞ୍ଚିଛନ୍ତି। ଗେଟ୍ସ ଫାଉଣ୍ଡେସନ୍ ସହଯୋଗରେ ରାଜ୍ୟରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ତାହାର ସମୀକ୍ଷା କରିବା ପାଇଁ କୃଷି ଭବନରେ ପହଞ୍ଚିଛନ୍ତି ବିଲ ଗେଟ୍ସ।ଏହା ପୂର୍ବରୁ ମାଇକ୍ରୋସଫ୍ଟ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଗସ୍ତରେ ଆସୁଛନ୍ତି ଓଡ଼ିଶା

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଗସ୍ତରେ ଆସୁଛନ୍ତି ଓଡ଼ିଶା  । ଆଜିଠାରୁ ୪ ଦିନିଆ ଗସ୍ତରେ ରହିବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଅପରାହ୍ମରେ ରାଇରଙ୍ଗପୁରରେ ପହଞ୍ଚିବେ ମହାମହିମ। ମୟୂରଭଞ୍ଜ ସମେତ କେନ୍ଦୁଝର, କଟକ, ଭୁବନେଶ୍ବର, ସମ୍ବଲପୁର ଓ ବ୍ରହ୍ମପୁରରେ…

ବିଜେପିରେ ମିଶିଲେ ପ୍ରଦୀପ ପାଣିଗ୍ରାହୀ

ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି।  ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…