Browsing Tag

#odisha

ରାଜ୍ୟସଭା ନିର୍ବାଚନ ପାଇଁ ୨ ଜଣ ପ୍ରାର୍ଥୀ ନାଁ ଘୋଷଣା କଲା ବିଜେଡି

ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିିଜୁ ଜନତା ଦଳ । ଦଳର ଅଭିଜ୍ଞ ନେତା ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିଛି ଦଳ ।ଓଡିଶାରୁ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଏବଂ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୧୩ ତାରିଖ ୨୦୨୪ ମସିହା(ମଙ୍ଗଳବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ଚତୁର୍ଥୀ ଦିବା ଘ୦୨/୦୭ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ନକ୍ଷତ୍ର- ଉତ୍ତରଭାଦ୍ର ଦିବା ଘ୦୧/୩୨ ପର୍ଯ୍ୟନ୍ତ ତଦନ୍ତେ ରେବତୀ…

ଆଇଆଇଟି ଭୁବନେଶ୍ୱରର ଗବେଷଣା ଓ ଉଦ୍ୟମିତା ପାର୍କରେ ‘୧୦୦ କ୍ୟୁବ୍ ଷ୍ଟାର୍ଟଅପ’ର ଶୁଭାରମ୍ଭ

ଓଡ଼ିଶାରେ ଯୁବପିଢିଙ୍କ ମାଧ୍ୟମରେ ନବସୃଜନରୁ ନବଉଦ୍ୟୋଗ ପ୍ରତିଷ୍ଠା କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଆଇଆଇଟି ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କର ୧୦୦ କ୍ୟୁବ୍ ଷ୍ଟାର୍ଟଅପ୍ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି…

ମଧୁବାବୁ ପେନସନ୍ ହିତାଧିକାରୀ ପାଇବେ ଅଧିକ ୫୦୦ ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ହିତାଧିକାରୀଙ୍କ ମାସିକ ପେନସନ୍ ୫୦୦ଟଙ୍କା ବୃଦ୍ଧି କରିବା ପରେ ଚାରିଆଡ଼ୁ ପ୍ରଶଂସା କରାଯାଇଛି। ଏହାଦ୍ବାରା ମଧୁବାବୁ ପେନସନ୍ ଯୋଜନାର ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀ ମାସକୁ ୧୦୦୦ ଟଙ୍କା ପାଇବେ। ଯେଉଁମାନେ ୭୦୦…

ଆସନ୍ତାକାଲି ଆସ୍ଥା ଭୋଟ: ନିଜ ବାସଭବନରେ ବିଧାୟକଙ୍କୁ ନଜରବନ୍ଦୀ କଲେ ତେଜସ୍ୱୀ

ପାଟନା: ବିହାର ରାଜନୀତି ସରଗରମ ହୋଇଥିବା ବେଳେ  ଆସନ୍ତା ୧୨ ତାରିଖରେ ହେବାକୁ ଯାଉଛି ବିହାରରେ ଆସ୍ଥା ଭୋଟ୍ । ପାଟନାସ୍ଥିତ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ବାସ ଭବନକୁ ଆରଜେଡି ବିଧାୟକ ଏବଂ ବାମପନ୍ଥୀ ବିଧାୟକମାନେ ଯାଉଛନ୍ତି । ସମସ୍ତ ବିଧାୟକଙ୍କୁ ବିଧାୟକମାନଙ୍କୁ…

ସମ୍ବଲପୁରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପହଁଚି ମାଆ ସମଲେଶ୍ବରୀଙ୍କୁ ଦର୍ଶନ କଲେ

ସମ୍ବଲପୁର:ସମ୍ବଲପୁରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପହଁଚି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଭୋରୁ ମାଆ ସମଲେଶ୍ବରୀ ମନ୍ଦିର ଯାଇ ମାଆଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପରେ ମହାନଦୀ ହାଫ-ମାରାଥନର ଶୁଭାରମ୍ଭ କରିଛନ୍ତି । ସେଠାରୁ…

୮୭ ବର୍ଷ ବୟସରେ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ

ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ରାତି ୧୨ଟା ୪୪ ମିନିଟରେ ୮୭ ବର୍ଷ ବୟସରେ ପରଲୋକ ହୋଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିିଥିଲେ। ରାଣୀଙ୍କ…

ଓରମାସ ସହ ଅନୁବନ୍ଧନ ମାଧ୍ୟମରେ ଓଡ଼ିଶାଭିତ୍ତିକ ବ୍ୟବସାୟର ପହଂଚ ବୃଦ୍ଧି କରିବ ଜିଇଏମ୍‌

ଭୁବନେଶ୍ୱରରେ ଓଡ଼ିଶା ଗ୍ରାମୀଣ ଉନ୍ନୟନ ଓ ବିପଣନ ସୋସାଇଟି (ଓରମାସ) ସହ ସରକାରୀ ଇ -ମାର୍କେଟପ୍ଲେସ୍ (ଜିଇଏମ୍‌) ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି । ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କ୍ୟାବିନେଟ ମନ୍ତ୍ରୀ  ପ୍ରଦୀପ କୁମାର ଅମାତଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର…

ଚେନ୍ନାଇରେ ବିଶିଷ୍ଟ ରାଜନୀତିଜ୍ଞ ଭି ସୁଜ୍ଞାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଚେନ୍ନାଇ: ଚେନ୍ନାଇରେ ବିଶିଷ୍ଟ ରାଜନୀତିଜ୍ଞ ସୁଜ୍ଞାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ  । ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ, ବିଶିଷ୍ଟ ରାଜନୀତିଜ୍ଞ ତଥା ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟନ୍ତ ଗୁରୁତର। ଚିକିତ୍ସା ପାଇଁ…

୨୦୨୪-୨୫ କାମଚଳା ବଜେଟ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ  ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟରେ ମୋଟ ୨ ଲକ୍ଷ ୫୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ରହିଛି । ରାଜ୍ୟ ସରକାର କୃଷକ ଓ କୃଷକଙ୍କ କଲ୍ୟାଣ ଉପରେ…