ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଆଦିବାସୀ ମେଳା ୨୦୨୬
ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଆଦିବାସୀ ମେଳା ୨୦୨୬ । ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ମେଳା ୨୬ ଜାନୁଆରୀରୁ ୫ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ । ମେଳା ପରିସରରେ ଓଡ଼ିଶାର ବିଭିନ୍ନ ଆଦିବାସୀ ଜନଜାତିଙ୍କ ସଂସ୍କୃତି, ପରମ୍ପରା ଓ ଜୀବନଶୈଳୀର ସଜୀବ…