ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପ୍ରକୋପ,ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ
ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପ୍ରକୋପ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ଉତ୍ତର ବିଦର୍ଭ ଅଞ୍ଚଳରେ ଏକ ଲଘୁଚାପ…