Browsing Tag

#odisha

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ବୈଠକ: ସଭାସ୍ଥଳରେ ବସିବେ ୬୫୦ ଓ ଯଜ୍ଞସ୍ଥଳରେ ଶହେ ଅତିଥି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ନେଇ ଗଜପତି ମହରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ରାଜନଅରରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ, ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସମେତ ଶ୍ରୀମନ୍ଦିର…

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଲକ୍ଷରୁ ଅଧିକ ଭକ୍ତ

ପୁରୀ: ନୂଆ ବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ ।  ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି  ୧୨ଟା ପୂର୍ବରୁ…

ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ

ଭୁବନେଶ୍ବର: ଶେଷରେ  ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦାମଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି ।  ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ ରାଉତ। ବହିଷ୍କାର ପରେ ବିଜେପିରେ ଯୋଗ ଦେଇ  ୨୦୧୯ ନିର୍ବାଚନରେ ବିଜେପି…

ପିକନିକ୍ ପାଇଁ SOP ଜାରି

ଭୁବନେଶ୍ବର: ଦୁର୍ଘଟଣାକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏହି କ୍ରମରେ ଶୀତଦିନେ  ପିକ୍‌ନିକ୍ ପାଇଁ ଏସ୍‌ଓପି ଜାରି କଲା ରାଜ୍ୟ ପରିବହନ ବିଭାଗ । ପିକ୍‌ନିକ୍ ସମୟରେ ଦୁର୍ଘଟଣା ରୋକିବା ପାଇଁ ଏପରି ମାର୍ଗଦର୍ଶିକା ଜାରି କରାଯାଇଛି । ଏସଓପି ଅନୁସାରେ ମଦ୍ୟପାନ…

୧୦ ବିଭାଗର ୧୩ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୦ ବିଭାଗର ୧୩ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର । ୧୩ଟି ପ୍ରସ୍ତାବରେ ରହିଛି ୬ଟି ସେବା ସମ୍ବନ୍ଧୀୟ ପ୍ରସ୍ତାବ  । ଏମଏସଏମଇ ବିଭାଗ ଅଧୀନରେ ଓଡ଼ିଶା ଶିଳ୍ପ ସେବା- ଓଆଇଏସ କ୍ୟାଡରର ବିଭିନ୍ନ ପଦବୀରେ ନିଯୁକ୍ତିର ପଦ୍ଧତି ଏବଂ ସେବା…

ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ନୂଆ ବର୍ଷ ପୂର୍ବରୁ ବସୁଥିବା ଏହି କ୍ୟାବିନେଟ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇ ନିଷ୍ପତ୍ତି ନିଆଯାଇପାରେ । ବିଶେଷ କରି ପୁରୀ ଶ୍ରୀମନ୍ଦିର ପ୍ରସଙ୍ଗରେ ମଧ୍ୟ କିଛି ନିଷ୍ପତ୍ତି ନିଆଯାଇପାରେ । ଏହା ସହ  ବିଭିନ୍ନ ବିଭାଗର…

ହାଇଟେକ୍‌ ମେଡ଼ିକାଲରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ୪ ଆହତ

ଭୁବନେଶ୍ବର : ହାଇଟେକ୍‌ ମେଡ଼ିକାଲରେ ଫାଟିଲା ଅକ୍ସିଜେନ ସିଲିଣ୍ଡର  ।  ଭୁବନେଶ୍ବରର ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ଘଟିଛି। ହସ୍ପିଟାଲ ପରିସରରେ ଥିବା ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି।  …

ନନ୍ଦନକାନନ ପ୍ରତିଷ୍ଠା ଦିବସ ଆଜି

ନନ୍ଦନକାନନ ପ୍ରତିଷ୍ଠା ଦିବସରେ ୭୦ରୁ ଊର୍ଦ୍ଧ୍ବ ପ୍ରଜାତିର ବାଉଁଶ ଉଦ୍ୟାନ ସାଙ୍ଗକୁ ୬୦ ପ୍ରକାର କଇଁ, ୧୫୦ ପ୍ରକାର ଜଳ ଭିତର ଉଦ୍ଭିଦ ଓ କଙ୍ଗାରୁ ଘର ଆଦି ଉଦ୍‌ଘାଟନ କରାଯିବାର କାର୍ଯ୍ୟକ୍ରମ ରହିଛି। ୧୯୬୦ ମସିହା ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା  । ଏହି ପ୍ରାଣୀ ଉଦ୍ୟାନର ନବକଳେବର ପାଇଁ…

ବଡ଼ଦିନ ଓ ନୂଆବର୍ଷ ପାଇଁ ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ବର: ବଡ଼ଦିନ ଓ ନୂଆବର୍ଷ ପାଇଁ ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି । ବଡ଼ଦିନ ପାଇଁ ଆସନ୍ତା ୨୫ ତାରିଖ ଓ ଜାନୁଆରୀ ପହିଲାରେ ପର୍ଯ୍ୟଟକଙ୍କ ପାଇଁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରତି…

ଧରାବତରଣ କଲେ ଯୀଶୁ

ଭୁବନେଶ୍ବର: ମଧ୍ୟରାତ୍ରରେ ପ୍ରଭୁ ଯୀଶୁ ଧରାବତରଣ କଲେ। ଏହାପରେ ଖେଳିଗଲା ଖୁସିର ମାହୋଲ। ଅନ୍ତୁଡ଼ିଶାଳରେ ନବଜାତ ଯୀଶୁଙ୍କ ପଦାର୍ପଣ ପରେ ଚଳଚଞ୍ଚଳ ହୋଇଉଠିଲା ସମଗ୍ର ଚର୍ଚ୍ଚ ପରିବେଶ। ପ୍ରଭୁଙ୍କ ଦିବ୍ୟଦର୍ଶନ କରିବା ସହ ଶ୍ରଦ୍ଧାଳୁମାନେ ଖୁସିରେ ପରସ୍ପରକୁ ଆଲିଙ୍ଗନ କରି ଜଣାଇଲେ ‘ମେରି…