Browsing Tag

#odisha

ରାଶିଫଳ

ମେଷ ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ବୃଷ…

ମହାପ୍ରଭୁଙ୍କ ଦର୍ଶନ କରି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

ପୁରୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସରସଂଘ ଚାଳକ ମୋହନ ଭାଗବତ  ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଶ୍ରୀ ଭାଗବତ କହିଛନ୍ତି, ସନାତନ ଧର୍ମର ଯେଉଁ ନିୟମ ରହିଛି, ଭାଗବତରେ ତାକୁ କର୍ମକାଣ୍ଡ କୁହାଯାଉଛି। ଏଥିରୁ ଜୀବନରେ ଅନୁଶାସନ ଆସୁଛି। ଏଣୁ ଏହାକୁ ଶ୍ରଦ୍ଧାର ସହ…

ଆଜିର ରାଶିଫଳ

ମେଷ ରବି ଓ ଶନି ଷଡ଼ାଷ୍ଟକ ହେତୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ ଚିନ୍ତିତ ହେବେ। ଯାତ୍ରା ସମୟରେ ସତର୍କ ନ…

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏକ ସ୍ୱତନ୍ତ୍ର ବିମାନରେ ଆସି ରାତିରେ  ଭୁବନେଶ୍ବରରେ ପହଞ୍ଚିଛନ୍ତି। ୨ ଦିନିଆ ଓଡିଶା ଗସ୍ତରେ ଆସିଥିବା ଅମିତ ଶାହା ଏହି ଅବସରରେ ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ।  ରାତି ପାଖାପାଖି ୧୧ଟା ୫୦ରେ ବିମାନ ବନ୍ଦରରେ ପହଞ୍ଚିଥିଲେ ଶାହା । ବିମାନ…

ଓଡ଼ିଆ ସାମ୍ବାଦିକ ଦିବସ

ଓଡ଼ିଆ ସାମ୍ବାଦିକ ଦିବସ  ଭାବେ ଆଜିର ଦିନକୁ ଓଡ଼ିଶାବାସୀ ପାଳନ କରୁଛନ୍ତି । ରାଜ୍ୟରେ ଉତ୍କଳ ଦୀପିକା, ଓଡ଼ିଶାର ପ୍ରଥମ ଓଡ଼ିଆ ସମ୍ବାଦପତ୍ର ଭାବେ ଆଜିର ଦିନରେ ପ୍ରକାଶ ପାଇଥିଲା ।  ୪ ଅଗଷ୍ଟ ୧୮୬୬ ତାରିଖରେ ପ୍ରଥମ କରି ପ୍ରକାଶିତ ହୋଇଥିଲା ।  ଗୌରୀଶଙ୍କର ରାୟ ଏହାର ପ୍ରତିଷ୍ଠାତା ତଥା…

ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଷ୍ଟ୍ରୀୟ ଅଧ୍ୟକ୍ଷ  ଅମିତ ଶାହ ।    ରାତ୍ରିରେ ଅମିତ ଶାହ ଦିଲ୍ଲୀରୁ ବିମାନ ଯୋଗେ ଆସି ଭୁବନେଶ୍ୱରରେ ପଂହଚିବେ । ଶନିବାର ଦିନ ସକାଳେ ଅମିତ ଶାହ  ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଅମିତ…

ଦିଲ୍ଲୀ ଅଧ୍ୟାଦେଶ ବିଲ୍‌ ଲୋକସଭାରେ ଗୃହୀତ

ନୂଆଦିଲ୍ଲୀ:ଦିଲ୍ଲୀ ଅଧ୍ୟାଦେଶ ବିଲ୍‌ ଲୋକସଭାରେ ଗୃହୀତ ହୋଇଛି ।  ଦିଲ୍ଲୀରେ ଅଧିକାରୀଙ୍କ ବଦଳି ଏବଂ ନିଯୁକ୍ତି  ଅଧ୍ୟାଦେଶକୁ ଆଇନରେ ପରିଣତ କରିବାପାଇଁ ଅଣାଯାଇଥିବା ବିଲ୍‌ ଲୋକସଭାରେ ବାଚନିକ ଭୋଟ୍‌ରେ ଗୃହୀତ ହୋଇଯାଇଛି। ବିଲ୍‌ର ପ୍ରାବଧାନ ଅନୁଯାୟୀ ଉପରାଜ୍ୟପାଳ ହିଁ ଦିଲ୍ଲୀରେ…

ଆଜିର ରାଶିଫଳ

ମେଷ ଆଜି ସଭାସମିତିରେ ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ସମସ୍ୟା ଆସିବ। କିନ୍ତୁ, ଅ-ନାମାକ୍ଷର ବ୍ୟକ୍ତି ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଏକାଧିକ କାମ…

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ % ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଦିଲ୍ଲୀ ସେବା ବିଲକୁ ବିଜେଡିର ସଂସଦରେ ସମର୍ଥନ

ଭୁବନେଶ୍ବର: ଦିଲ୍ଲୀ ସେବା ବିଲକୁ ବିଜେଡିର ସମର୍ଥନ । ପାର୍ଲାମେଣ୍ଟରେ ନିଜର ଆଭିମୁଖ୍ୟକୁ ସ୍ପଷ୍ଟ କଲା ବିଜେଡି । ଆଜି ପୁରୀ ସାଂସଦ ପିନାକି ମିଶ୍ର ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି । ଓ୍ବାଇଏସଆର କଂଗ୍ରେସ୍ ପରେ ଏନଡିଏକୁ ବିଜେଡିର ସମର୍ଥନ ନେଇ ଚର୍ଚ୍ଚା ହେଉଛି । ସମଦୂରତା କଥା ମଧ୍ୟ ସ୍ପଷ୍ଟ…