Browsing Tag

#odisha

ଚନ୍ଦ୍ରଯାନ-୩ ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି

ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ତେବେ ଉତକ୍ଷେପଣ ପରେ ଏହାର ଦୃଶ୍ୟକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି । https://twitter.com/sudhirchaudhary/status/1680120739163426817?s=20…

ସମ୍ବଲପୁରର ହୁମା ମନ୍ଦିରରେ ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କଲେ 5ଟି ସଚିବ

ସମ୍ବଲପୁର: 5T ସଚିବ ଭିକେ ପାଣ୍ଡିଆନ୍ ସମ୍ବଲପୁରର ହୁମା ମନ୍ଦିରରେ ପୂଜା କରିଛନ୍ତି । ସେଠାକୁ ଗସ୍ତ କରି ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହୁମା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପାଇଁ 5T ସଚିବ ଭିକେ…

କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ…

ନବ ଦାସଙ୍କ ହତ୍ୟାକାଣ୍ଡର ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ

ନବ ଦାସଙ୍କ ହତ୍ୟାକାଣ୍ଡ ମାମଲାରେ ଦାଖଲ ହୋଇଥିବା ଚାର୍ଜସିଟକୁ ନେଇ ପ୍ରଶ୍ନ ଉଠିଛି ।  କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ୍ କୁ ନେଇ  ନବ ଦାସଙ୍କ ପତ୍ନୀ ମିନତୀ ଦାଶ ଅସନ୍ତୁଷ୍ଟ ପ୍ରକାଶ କରିଥିବା ଜଣାପଡିଛି । ଏଥିରୁ ସୂଚନା ମିଳୁଛି ଯେ  ତାଙ୍କର ସ୍ୱାମୀଙ୍କୁ ପ୍ରି-ପ୍ଲାନ୍ ମର୍ଡର…

ଖୋର୍ଧାରେ ବଢ଼ୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୩ଶହ ପାର୍ କରିଛି। ଗତକାଲି ସୁଦ୍ଧା ରାଜ୍ୟରେ ୩୦୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏବେ ଧୀରେ ଧୀରେ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗକୁ ଏହି ସଂଖ୍ୟା ଅହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।ଜୁଲାଇ ମାସ ସୁଦ୍ଧା…

୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ କୋଇଲାକୁ ଗ୍ୟାସରେ ପରିଣତ କରିବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ: କୋଇଲାକୁ ଅଧିକରୁ ଅଧିକ ଗ୍ୟାସରେ ପରିଣତ କରିବାକୁ କେନ୍ଦ୍ର ସରକାର ଯେଉଁ ଗୁରୁତ୍ୱ ଦେଉଛନ୍ତି ତାହାକୁ ଚରିତାର୍ଥ କରିବାକୁ କୋଇଲା ମନ୍ତ୍ରଣାଳୟ ବିଭିନ୍ନ ପ୍ରୟାସ ଆରମ୍ଭ କରିଛି । ୨୦୩୦ ଆର୍ଥିକ ବର୍ଷ ସୁଦ୍ଧା ୧୦୦ନିୟୁତ ଟନ୍ କୋଇଲାକୁ ଗ୍ୟାସରେ ପରିଣତ କରିବାକୁ ମନ୍ତ୍ରଣାଳୟ…

ଆଜିର ରାଶିଫଳ

ମେଷ ଶିକ୍ଷା, ସନ୍ତାନ, ଗବେଷଣା, ଲେଖାପଢା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କିନ୍ତୁ ଚୁ-ନାମାକ୍ଷର ବ୍ୟକ୍ତି ମାନସିକ ଦ୍ୱନ୍ଦ ଓ ଆଶାଆଶଙ୍କା ମଧ୍ୟରେ ବ୍ୟସ୍ତରହିପାରନ୍ତି। ପରିବାରରେ ଆଲୋଚନା ଓ ସମାଲୋଚନା ଭିତରେ ଶାନ୍ତି ଫେରି ଆସିବ। ତଥାପି ନିଜ ଲୋକମାନେ ଅସୁବିଧାରେ ପକାଇ…

ଚନ୍ଦ୍ରାୟନ-୩ ଉତକ୍ଷେପଣ: ଚନ୍ଦ୍ରକୁ ଯାଉଛି ଚନ୍ଦ୍ରାୟନ

ଚନ୍ଦ୍ରକୁ ଯାଉଛି ଚନ୍ଦ୍ରାୟନ  । ଚନ୍ଦ୍ରାୟନ -3 ଉତକ୍ଷେପଣ ହୋଇଛି ।   ଶ୍ରୀହାରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ଠିକ୍ ସମୟରେ ଉତକ୍ଷେପଣ ହୋଇଛି । ଦ୍ୱିତୀୟ ଲଞ୍ଚପ୍ୟାଡରୁ ଉତକ୍ଷେପଣ ହୋଇଛି ଚନ୍ଦ୍ରଯାନ-୩ । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯାଇଛି । କୋଟି…

ଡ ମଙ୍ଗଳା ମହାନ୍ତିଙ୍କ ପରଲୋକ

ଡ ମଙ୍ଗଳା ମହାନ୍ତିଙ୍କ ପରଲୋକ ଘଟିଛି । ସମାଜସେବୀ ତଥା ପରୋପକାରୀ ଡ ମଙ୍ଗଳା ମହାନ୍ତିଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ ପାଇଛି । ସେ ଜଣେ ବହୁମୁଖୀ ବ୍ୟକ୍ତିତ୍ୱ ଏବଂ ସମାଜସେବୀ ଥିଲେ । ଭାଷଣ ଦେବାର କଳାରେ ଅନ୍ୟଙ୍କୁ ଆକର୍ଷଣ କରିବାରେ ସେ ମାହିର ଥିଲେ । ଜଣେ ମାନବବାଦୀ, ଜଣେ ଉଦାର…

୧୭ ଓ ୧୮ ରେ ବେଙ୍ଗାଲୁରୁରେ ବିରୋଧୀ ଦଳ ନେତାଙ୍କ ବୈଠକ

ବିହାର ବୈଠକ ପରେ ଆସନ୍ତା ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ବିରୋଧୀ ଦଳ ନେତାଙ୍କ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।  ଆଗାମୀ ଲୋକସଭା ନିର୍ବାଚନରେ ବିଜେପିକୁ ପରାସ୍ତ କରିବା ଉଦ୍ଦେଶ୍ୟରେ ବିରୋଧୀ ଦଳମାନଙ୍କୁ ଏକାଠି କରିବାକୁ ପ୍ରୟାସ ଆରମ୍ଭ କରିଛି କଂଗ୍ରେସ । ପୂର୍ବ ବୈଠକ ନୀତିଶ ପାଟନାରେ…