ଶଶିଭୂଷଣ ବେହେରା ଓ ତାଙ୍କ ପରିବାର ନାଁରେ ଯୈାତୁକ ନିର୍ଯାତନା ଅଭିଯୋଗ
ଭୁବନେଶ୍ବର: ବିଧାୟକ ଶଶିଭୂଷଣ ବେହେରା ଓ ତାଙ୍କ ପରିବାର ନାଁରେ ବଧୂ ନିର୍ଯାତନା ଅଭିଯୋଗ ଆଣିଛନ୍ତି ତାଙ୍କ ବୋହୁ । କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା ଏହାକୁ ପ୍ରତ୍ୟାକ୍ଷାନ କରିଛନ୍ତି । ବିଧାୟକଙ୍କ ପୁଅ, ସ୍ତ୍ରୀ ଓ ଅନ୍ୟ ପରିବାର ସଦସ୍ୟଙ୍କ ନାଁରେ ଥାନାରେ ଅଭିଯୋଗ ଆଣିଛନ୍ତି…