Browsing Tag

#odisha

ଆମେରିକାର ୧୮ ରାଜ୍ୟରେ ବରଫ ଝଡ ନେଇ ସତର୍କ ସୂଚନା ଜାରି ,୯ ହଜାରରୁ ଅଧିକ ଘରୋଇ ଓ ଆନ୍ତର୍ଜାତିକ ଉଡାଣ ରଦ୍ଦ

ଆମେରିକାର ୧୮ ରାଜ୍ୟରେ ବରଫ ଝଡ ନେଇ ସତର୍କ ସୂଚନା ଜାରି କରାଯାଇଛି । ଦେଶର ପ୍ରାୟ ୨୦ କୋଟି ଲୋକ ଅର୍ଥାତ ଦୁଇ-ତୃତୀୟାଂଶ ଏହି ଝଡ ଯୋଗୁ ପ୍ରଭାବିତ ହେବାର ଆଶଙ୍କା ରହିଛି । ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଏସବୁ ରାଜ୍ୟରେ ଜରୁରି ପରିସ୍ଥିତି ଘୋଷଣା କରାଯାଇଛି । ଏଥିସହ ୯ ହଜାରରୁ…

୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’ : ୧୮ ବର୍ଷ ବୟସ ହେବା ପରେ ନିଜକୁ ଭୋଟର ଭାବରେ ପଞ୍ଜୀକୃତ କରିବାକୁ ନିଶ୍ଚିତ କରନ୍ତୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’ କାର୍ଯ୍ୟକ୍ରମରେ ଦେଶକୁ ଏକ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ୨୦୨୬ ବର୍ଷର ପ୍ରଥମ ‘ମନ କି ବାତ’। ଆସନ୍ତାକାଲି ଅର୍ଥାତ୍‌ ସୋମବାର ଜାନୁଆରୀ ୨୬, ଆମେ ଗଣତନ୍ତ୍ର ଦିବସ ପାଳନ କରିବୁ। ଏହି ଦିନ,…

ଆଜି ତୃତୀୟ ଟି – 20 , ମ୍ୟାଚ୍‌ ଜିତି ଶୃଙ୍ଖଳା ହାତେଇବାକୁ ପ୍ରୟାସ କରିବ ଭାରତ

ଟ୍ବେଣ୍ଟି୨୦ ବିଶ୍ବକପ୍‌ ଆରମ୍ଭ ହେବାକୁ ଦୁଇ ସପ୍ତାହରୁ କମ୍ ସମୟ ବାକିଅଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଚଳିତ ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ୨ଟି ମ୍ୟାଚ୍‌ ଦେଖିବା ପରେ ଲାଗୁଛି ଯେ ଗତଥରର ଚମ୍ପିଆନ୍‌ ଭାରତ ସଠିକ୍‌ ରାସ୍ତାରେ ଯାଉଛି। ଅଦ୍ୟାବଧି କୌଣସି ଦଳ କ୍ରମାଗତ ୨ଟି ଟି୨୦ ବିଶ୍ବକପ୍‌…

ଉପକୂଳ ଓଡ଼ିଶାରେ କମିବ ଶୀତ

ଉପକୂଳ ଓଡ଼ିଶାରେ କମିବ ଶୀତ । ଭୁବନେଶ୍ୱର ସମେତ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁରରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ । ପାଣିପାଗ ବିଭାଗ ଏହି ଆକଳନ କରିଛି । ରବିବାର ପୁରୀରେ ରାତି ତାପମାତ୍ରା ୧୮ ଡିଗ୍ରୀ ରହିପାରେ । ଗୋପାଳପୁର ଓ…

ଅଭିଜିତ ମଜୁମଦାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅଭିଜିତ ମଜୁମଦାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ବିୟୋଗ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସେହିପରି ଅଭିଜିତ ମଜୁମଦାରଙ୍କ ବିୟୋଗରେ…

ମୋଟ୍ ୩୧ ଜଣ ରାଷ୍ଟ୍ରପତି ପୋଲିସ ସେବା ପଦକରେ ସମ୍ମାନିତ ହେବେ , ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ପଦକ

ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ପଦକ । ଘୋଷଣା ହୋଇଛି ପୋଲିସ ସେବା ପଦକ । DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାଇବେ ସାହସିକତା ପଦକ । ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ । ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ…

ସଂଗୀତ ଜଗତରୁ ହଜିଗଲା ଜଣେ ତାରକା, ଆରପାରିରେ ଆଲବମ ଜଗତର କିଙ୍ଗ ଅଭିଜିତ ମଜୁମଦାର

ସଂଗୀତ ଜଗତରୁ ହଜିଗଲା ଜଣେ ତାରକା । ଆଉ ନାହାନ୍ତି ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ଅଭିଜିତ ମଜୁମଦାର । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଭଲ ନଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ଆଜି ମେଷ ରାଶି ପାଇଁ ଏକ ଶୁଭ ଦିନ ହେବ । ଶୁଭ କାର୍ଯ୍ୟରେ ଖର୍ଚ୍ଚ ହେବ । ଆପଣଙ୍କର ପ୍ରେମ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । ଆପଣଙ୍କୁ ଆପଣଙ୍କ ସନ୍ତାନମାନଙ୍କଠାରୁ ସମର୍ଥନ ମିଳିବ । ଆପଣ ବ୍ୟବସାୟରେ ଭଲ ସ୍ଥିତିରେ ରହିବେ । ଆପଣଙ୍କୁ ବଡ଼ ଲୋକଙ୍କଠାରୁ ଆଶୀର୍ବାଦ ମିଳିବ । ଟଙ୍କା…

ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା – ରାଜ୍ୟ ସଭାପତି ମନମୋହନ ସାମଲ

ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି ​ ଯେ ଆସନ୍ତାବର୍ଷ ଜନଗଣନା ହେବାର ଥିବାରୁ ସେଥିଲାଗି ଆଗୁଆ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ଦୁଇରୁ ତିନିମାସ ପୂର୍ବରୁ ହୋଇପାରେ…

ମହାନ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ,ଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମାଲ୍ୟାର୍ପଣ…

ଇଂରେଜ ଶାସନର ଅନ୍ୟାୟ, ଅତ୍ୟାଚାର ଓ ଶୋଷଣ ବିରୋଧରେ ଓଡ଼ିଶାର ମାଟିରୁ ସ୍ୱାଧୀନତା ସଂଗ୍ରାମର ଅଗ୍ନିଶିଖା ପ୍ରଜ୍ୱଳିତ କରିଥିବା ପାଇକ ବିଦ୍ରୋହର ଅମର ନାୟକ, ମହାନ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ଅଦମ୍ୟ ସାହସ, ଅସୀମ ବୀରତ୍ୱ, ଅପୂର୍ବ ରଣକୌଶଳ ଓ ମାଟି ମା’ ପାଇଁ ନିସ୍ୱାର୍ଥ ସେବା ଓଡ଼ିଶା ସହ…