ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ କୋର୍ଟରୁ ମିଳିଲା ଝଟକା
ଭୁବନେଶ୍ୱର: ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗ ମାମଲାରେ ଅନ୍ୟତମ ସହଯୋଗୀ ହେଉଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା। ଗିରଫଦାରୀ ଭୟରେ କୋର୍ଟରେ ହାଜର ନହୋଇ ଓକିଲଙ୍କ ଜରିଆରେ ପକ୍ଷ ରଖୁଥିଲା। ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ…