ଯୋଗ ଏବଂ ଧ୍ୟାନ ଆଧୁନିକ ବିଶ୍ୱକୁ ପ୍ରାଚୀନ ଭାରତର ଉପହାର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ୱାନ ଆର୍ଥ ୱାନ ହେଲ୍ଥ - ଆଡଭାନଟେଜ ହେଲ୍ଥ କେୟାର ଇଣ୍ଡିଆ ୨୦୨୩ କୁ ଉଦଘାଟନ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମଗ୍ର ବିଶ୍ୱରୁ ଆସିଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ…