ଆସନ୍ତାମାସରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଆସୁଛନ୍ତି
ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ପୁଣି ଆସନ୍ତା ୨୮ ବା ୨୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର ସୂଚନା ମିଳିଛି। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜେ ପି ନଡ୍ଡା ଗତ ସେପ୍ଟେମ୍ବର ମାସ ୨୯ ଓ ୩୦!-->…