Browsing Tag

#odisha

୯ ତାରିଖ ବେଳକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ

ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ଥିବାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ, କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।   ୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରଭାବରେ ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲା ସହ ଉପକୂଳବର୍ତ୍ତୀ କିଛି…

ପାପାରାଜିଙ୍କ ଉପରେ ରାଗିଲେ ସଲମାନ ଖାନ,ଜାଣନ୍ତୁ କାରଣ

ଟିଭିର ସବୁଠାରୁ ଚର୍ଚ୍ଚିତ ରିଆଲିଟି ସୋ ବିଗ୍ ବସ୍ ର ନୂଆ ସିଜନ୍ ଆରମ୍ଭ ହେବା ପୂର୍ବରୁ ହିଁ ସଲମାନ ଖାନ ଚର୍ଚ୍ଚାରେ ଆସିଛନ୍ତି । ସୋ’ର ୨୦ତମ ସିଜନ୍‌ର ଗ୍ରାଣ୍ଡ ପ୍ରିମିୟର୍‌ର ସୁଟିଂ ଆରମ୍ଭ ହୋଇସାରିଛି ଏବଂ ସେଟ୍‌ ରୁ ସଲମାନଙ୍କ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ…

ବିଭିନ୍ନ ସରକାରୀ ପ୍ରକଳ୍ପରେ ନିଜ ନାମ ଯୋଡ଼ିବା ନେଇ ଟ୍ରମ୍ପ ଦେଲେ ବଡ଼ ମନ୍ତବ୍ୟ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ୍ ଡିସିରେ ନିର୍ମାଣ ହେଉଥିବା ବିଭିନ୍ନ ସରକାରୀ ପ୍ରକଳ୍ପରେ ନିଜ ନାମ ଯୋଡ଼ିବା ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି । ସେ ସ୍ୱୀକାର କରିଛନ୍ତି ଯେ, ନିଜର ରାଜନୈତିକ ଓ ଐତିହାସିକ ପ୍ରଭାବକୁ ବଜାୟ ରଖିବା ପାଇଁ ସେ ଏପରି କରୁଛନ୍ତି। ‘ନ୍ୟୁୟର୍କ…

ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ

ଆଜି ସେପ୍ଟେମ୍ବର ୫ ତାରିଖ, ଯାହାକୁ ଗୁରୁ ଦିବସ ରୂପେ ପାଳନ କରାଯାଏ । ଏହି ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ନ୍ୟାସନାଲ ଟିଚର୍ସ ଆୱାର୍ଡ ୱିନରଙ୍କ ସହ କଥା ହୋଇଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ପିଲାମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଶିକ୍ଷକମାନଙ୍କ ସହ ଆଲୋଚନା କରିଛନ୍ତି…

ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି,…

ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କରିଛନ୍ତି । ଏହି ସଫଳତା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି X ରେ ପୋଷ୍ଟ କରି କହିଛନ୍ତି ଯେ, ଇଟାଲୀର ଯୁଦ୍ଧ ସମୟରେ…

ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ

ଦିଲ୍ଲୀର ଜନ୍ତର ମନ୍ତରରେ ଆୟୋଜିତ ଏକ ପ୍ରତିବାଦ ସମୟରେ ଜଣେ ୧୪ ବର୍ଷୀୟା ଦଳିତ ନାବାଳିକା ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ହିନ୍ଦୁତ୍ୱ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । ଉତ୍ତରପ୍ରଦେଶର ବୁଲନ୍ଦସହରରୁ ଗିରଫ…

ଆଗାମୀ ୩ ବର୍ଷ ମଧ୍ୟରେ ପୂରଣ ହେବ ୪୫,୦୦୦ ଶିକ୍ଷକ ପଦବୀ

ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ…

ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ

ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ। କଟକ ଇନଡୋର ହଲରେ ହେବାକୁ ଥିବା କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ । କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ…

ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ

ଆଜି ଗୁରୁ ଦିବସ । ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ । ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ । ଶିକ୍ଷକମାନଙ୍କର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବା ପାଇଁ ଏହି ଦିନଟି ସମର୍ପିତ । ଏହି ଦିନ ଗୁରୁ-ଶିଷ୍ୟର ପବିତ୍ର ସମ୍ପର୍କକୁ ମନେ ପକାଇ ଦିଏ । ଭାରତର ଦ୍ୱିତୀୟ…

ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ,ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି

ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ । ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗତକାଲି ମଧ୍ୟରାତ୍ରିରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିଥିଲେ। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ସମସ୍ତ ମଠ ମନ୍ଦିର । ମଧ୍ୟରାତ୍ରିରେ ଶ୍ରୀକୃଷ୍ଣଙ୍କ ଧରାବତାରଣ ପରେ ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି…