ବସ୍ ଧର୍ମଘଟ ନିଷ୍ପତ୍ତିରୁ ଓହରିଲା ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ ,ବସ୍ ସେବା ସ୍ୱାଭାବିକ
ବସ୍ ଧର୍ମଘଟ ନିଷ୍ପତ୍ତିରୁ ଓହରିଲା ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ । ସଂଘର ବୈଠକ ପରେ ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦିଆଯାଇଛି । ଫଳରେ ପୂର୍ବପରି ବସ୍ ସେବା ସ୍ୱାଭାବିକ ରହିବ ବୋଲି ଜଣାପଡ଼ିଛି । ରାଜ୍ୟ ସରକାର ଗ୍ରାମାଞ୍ଚଳରେ କିପରି ଅଧିକରୁ ଅଧିକ ବସ୍ ଚାଲିପାରିବ ସେଥିପାଇଁ ଲକ୍ଷ୍ମୀ…