Browsing Tag

#odisha

ଶ୍ରୀଜିଉଙ୍କର ବନକଲାଗି ନୀତି ପାଇଁ ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀଜିଉଙ୍କର ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ । ଆଜି ପୁଷ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ରେ ଏହି ବନକଲାଗି ନୀତି ମହାପ୍ରଭୁଙ୍କ ଅନୁଷ୍ଠିତ ହେଉଛି । ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବା ପାଇଁ ନୀତି ଧାର୍ଯ୍ୟ ହୋଇଛି । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ

ଶିକାରୀଙ୍କ ପାଇଁ ଭୂସ୍ୱର୍ଗ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ

ଶିକାରୀଙ୍କ ପାଇଁ ଭୂସ୍ୱର୍ଗ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଶିକାରୀମାନେ ଶିମିଳିପାଳରେ ଦନ୍ତା ଶିକାର ପରେ ପ୍ରମାଣ ନଷ୍ଟ ପାଇଁ ଏହାକୁ ପୋଡ଼ି ଦେଇଥିଲେ ବନ କର୍ମଚାରୀ। ଏପରି ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଏବେ ଆଉ ଏକ ସାଂଘାତିକ ଘଟଣା ସାମନାକୁ ଆସିଛି। ଏଥର

ସମ୍ବଲପୁର ଓକିଲ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି

ସମ୍ବଲପୁର ଓକିଲ ଆନ୍ଦୋଳନକୁ ନେଇ ଆଜ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଡିଜିପି ଓ ଉତ୍ତରାଞ୍ଚଳ ଆଇଜି ଭିଡିଓ କନ୍‌ଫରେନ୍ସିରେ ଅଦାଲତରେ ହାଜର ହେବେ। ଅନ୍ୟପକ୍ଷରେ ଓକିଲମାନେ ସେମାନଙ୍କ ଆନ୍ଦୋଳନ ସ୍ଥଗିତ ରଖିଛନ୍ତି। କିଛି ଓକିଲଙ୍କୁ ଗିରଫ କରାଯିବା ସହିତ ଆଉ କେତେକ ଓକିଲଙ୍କ ଲାଇସେନ୍ସ

ମୁହାଁମୁହିଁ ହେବେ ଅର୍ଚ୍ଚନା ଓ ଜଗବନ୍ଧୁ

ସେକ୍ସୋଟର୍ସନ ରାଣୀ ଅର୍ଚ୍ଚନାଙ୍କ ପେଡ଼ି ଖୋଲିବ ଇଡି। ପତି ଜଗବନ୍ଧୁ ଓ ଅର୍ଚ୍ଚନାଙ୍କୁ ମୁହାଁମୁହିଁ ବସାଇ ଜେରା କରାଯିବ। ଏଥିପାଇଁ ଜିଲ୍ଲା କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଆଜି ଅର୍ଚ୍ଚନା ଇଡି କାର୍ଯ୍ୟାଳୟକୁ ଫେରି ଯାଇଥିବା ବେଳେ ଆସନ୍ତାକାଲିଠାରୁ ଜଗବନ୍ଧୁ ଇଡ଼ିର ଖୁଆଡକୁ ଆସିବେ।

କୋର୍ଟରେ ହାଜର ପରେ ଅର୍ଚ୍ଚନା ନାଗଙ୍କୁ ଗିରଫ କଲା ଇଡି

ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ (ଇଡି) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଗିରଫ କରିଛି। ୭ ଦିନିଆ ରିମାଣ୍ଡ ସରିବା ପରେ ଅର୍ଚ୍ଚନା ନାଗଙ୍କୁ ଇଡି ଆଜି କୋର୍ଟରେ ହାଜର କରିଥିଲା। ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିବା ପରେ ଅର୍ଚ୍ଚନାଙ୍କୁ ଗିରଫ କରିଛି।

ଲେଡି ବ୍ଲାକମେଲର କେତେ ସତ କହିଲେ ତାକୁ ନେଇ ଚର୍ଚା

ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ରିମାଣ୍ଡ ଅବଧି ଆଜି ସରୁଥିବା ବେଳେ ସେ କେତେ ସତ କହିଛନ୍ତି ତାହାକୁ ନେଇ ଚର୍ଚା । ତେବେ ଏହି ୭ ଦିନିଆ ରିମାଣ୍ଡ ଅବଧିରେ ଅର୍ଚ୍ଚନା ଅନେକ ପ୍ରଶ୍ନର ଉତ୍ତର ନଦେଇ ଚୁପ ରହିଥିବା କୁହାଯାଉଛି । ସେ ସବୁ କହିବେ ବୋଲି ମିଡିଆ ଆଗରେ କହିଥିଲେ

ରାଜଧାନୀ ରାସ୍ତାରୁ ହଟିବେ ବୁଲା ଗୋରୁ

ହକି ବିଶ୍ୱକପ ପୂର୍ବରୁ ରାଜଧାନୀ ରାସ୍ତାରୁ ହଟିବେ ବୁଲା ଗୋରୁ । ବୁଲା ଗୋରୁ ଧରିବା ପାଇଁ ଜୋରଦାର ହୋଇଛି ଅଭିଯାନ । ଗତକାଲି ପାଗଣ ଷଣ୍ଢ ମାତିବା ଘଟଣା ପରେ ବୁଲାଗୋରୁଙ୍କୁ ଧରିବା ପ୍ରକ୍ରିୟା ବ୍ୟାପକ କରାଯାଇଛି । ଏହି ଅଭିଯାନରେ ୩ଟି ଜୋନରେ ୪ଟି ଟିମ୍ ନିୟୋଜିତ କରାଯାଇଛି । ଗତକାଲି

ଓକିଲଙ୍କ ଲାଇସେନ୍ସ ରଦ୍ଦ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ

ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ ରଦ୍ଦ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ । ଆଜି ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ବିରୋଧରେ ଆନ୍ଦୋଳନକୁ ଓହ୍ଲାଇବେ ରାଜ୍ୟର ସମସ୍ତ ବାର୍ ଆସୋସିଏସନ୍ । ୧୭୨ ବାର ଆସୋସିଏସନ ଏକାଠି ହୋଇ ପାଳିବେ ପ୍ରତିବାଦ ଦିବସ । ଏହାସହିତ କାର୍ଯ୍ୟବନ୍ଦ ଡାକରା

ବିଧାୟିକା ଭାବେ ଶପଥ ନେଲେ ପଦମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା

ଆଜି ବିଧାୟିକା ଭାବେ ଶପଥ ନେଇଛନ୍ତି ପଦ୍ମପୁର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ଦିନ ସାଢ଼େ ୧୧ଟାରେ ଶପଥ ନେଇଛନ୍ତି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇଛନ୍ତି । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ବାଚସ୍ପତି । ବିଜୟ ରଞ୍ଜନ ସିଂ ବରିହାଙ୍କ

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତେଲେଙ୍ଗନା ମୁଖ୍ୟମନ୍ତ୍ରୀଙ୍କ ଝିଅଙ୍କୁ ଜେରା କରିବ ସିବିଆଇ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ନେତା ମନ୍ତ୍ରୀଙ୍କ ପିଛା ଛାଡୁନି ସିବିଆଇ । ତେଲେଙ୍ଗନା ମୁଖ୍ୟମନ୍ତ୍ରୀଙ୍କ ଝିଅଙ୍କୁ ଏହି ମାମଲାରେ ଜେରା କରିବ ସିବିଆଇ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କୁ ଆଜି ତାଙ୍କ ବାସଭବନରେ ସିବିଆଇ ପଚରାଉଚରା କରିବ