Browsing Tag

#odisha

ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ

ବିଧାନସଭା ଶୀତ ଅଧିବେଶନର ପଞ୍ଚମ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ଯୋଗୁ ଚାଲିପାରିଲାନି ପ୍ରଶ୍ନକାଳ । ଶିକ୍ଷକ ପ୍ରସଙ୍ଗରେ ବାଚସ୍ପତିଙ୍କ ପୋଡିୟମ ଆଗରେ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଥିଲେ । ବାଚସ୍ପତି ବାରମ୍ବାର ବୁଝାଇବା ସତ୍ତ୍ବେ ସ୍ଥିତି ସ୍ବାଭାବିକ୍

ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୩ କାଲିଠୁ ଆରମ୍ଭ

ଆସନ୍ତାକାଲିଠୁ ଆରମ୍ଭ ହେବ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୩ । ନିବେଶରେ ନୂଆ ଇତିହାସ ଲକ୍ଷ୍ୟ । ଓଡ଼ିଶାର ଶିଳ୍ପ ସମ୍ଭାବନା ଦେଖିବ ବିଶ୍ବ । ନେତୃତ୍ବ ନେବେ ନବୀନ । ଆସିବ ପୁଞ୍ଜି, ମିଳିବ ରୋଜଗାର । ୨୦୧୬ ଓ ୨୦୧୮ ପରେ ଆୟୋଜିତ ହେଉଥିବା ଏହି ତୃତୀୟ ସଂସ୍କରଣ ଜନତା ମଇଦାନରେ ଅନୁଷ୍ଠିତ ହେବ

ପଦ୍ମପୁରରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପଦ୍ମପୁର : ତିନି ଦଳର ପ୍ରଚାର ଏବେ ଜୋରସୋରରେ ଚାଲିଛି । ପ୍ରାର୍ଥୀ ଆଉ ନେତାମାନେ ଘରକୁ ଘର ଯାଇ ଭୋଟ୍ ଭିକ୍ଷା କରୁଥିବାବେଳେ, ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୪ ଦିନ ସେ ପଦ୍ମପୁରରେ ରୋଡ ସୋ’ କରିବା ସହିତ ପ୍ରଦୀପ ପୁରୋହିତଙ୍କ

ପଦ୍ମପୁରରେ ‌ବିଜେଡି କର୍ମୀଙ୍କ ଘରେ କେନ୍ଦ୍ରୀୟ ଟିମ୍‌ର ରେଡ୍‌

ପଦ୍ମପୁର: ଉପ ନିର୍ବାଚନକୁ ମାତ୍ର ଆଉ କିଛିଦିନ ଥିବା ବେଳେ ପାଇଁ ପ୍ରସ୍ତୁତ ହେଉଥିବା ପଦ୍ମପୁରରେ ‌ବିଜେଡି କର୍ମୀଙ୍କ ଘରେ କେନ୍ଦ୍ରୀୟ ଟିମ୍‌ର ରେଡ୍‌ ହୋଇଛି। ୩ ପ୍ରତିଷ୍ଠିତ ବ୍ୟବସାୟୀ ତଥା ବିଜେଡିର ୩ କର୍ମୀଙ୍କ ଘରେ ଆୟକର ବିଭାଗ ଛାନଭିନ ଆରମ୍ଭ କରିବାକୁ ନେଇ ରାଜନୀତି ଜୋର ଧରିଛି

ରାଜ୍ୟରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି

ରାଜ୍ୟରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି । ଦେଶରେ ୨୯.୩% ମହିଳା ସ୍ୱାମୀଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ବେଳେ ଓଡ଼ିଶାରେ ଏହି ହାର ୩୦.୬% । ଅର୍ଥାତ୍‌ ଜାତୀୟ ତୁଳନାରେ ରାଜ୍ୟରେ ୧.୩% ଅଧିକ । ଏହି କ୍ଷେତ୍ରରେ ଓଡ଼ିଶାର ସ୍ଥାନ ଦେଶରେ ନବମ । କର୍ଣ୍ଣାଟକରେ ସର୍ବାଧିକ ୪୪.୪%

ରାଜଧାନୀରେ ସରକାର ଶିକ୍ଷକ ଲଢ଼େଇ

ଭୁବନେଶ୍ବର: ସରକାର ଶିକ୍ଷକ ଲଢ଼େଇ ଏବେ ରାଜଧାନୀରେ । ଆନ୍ଦୋଳନକୁ ଓହ୍ଲାଇଛନ୍ତି ହଜାର ହଜାର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ । ନୂତନ ପେନସନ ଯୋଜନାରେ ସରକାରଙ୍କ ନୀତିବିହୀନ ନିଷ୍ପତ୍ତିକୁ ବିରୋଧ କରି ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଲୋକସେବା ଭବନ ସମ୍ମୁଖରେ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୪୦ ଏକର ଜମି ବିକିଛି ପ୍ରଶାସନ

କରୋନା କାଳ ଅର୍ଥାତ୍ ଗତ ୨ବର୍ଷ ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଓଡ଼ିଶା ଭିତରେ ଥିବା ୪୦ ଏକର ୭୯୯ ଡିସିମିଲ ଜମି ବିକ୍ରି ହୋଇଛି । ମହାପ୍ରଭୁଙ୍କର ମୋଟ ୬୦୪୨୬ ଏକର ୯୪୩ ଡିସିମିଲ ଭୂ-ସମ୍ପତ୍ତି ଥିବାବେଳେ ସେଥିରୁ ମାତ୍ର ୩୮ହଜାର ୦୬୨ଏକର ଜମିର ସଂଶୋଧିତ ସ୍ୱତ୍ତ୍ୱଲିପି ଶ୍ରୀମନ୍ଦିର

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ

ଶନିବାର ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷି ଥିବା ବେଳେ ରବିବାର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରାଜ୍ୟ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବରଗଡ଼ରୁ ନୂଆପଡ଼ାକୁ ନୂଆ ରେଳ

କଟକ ବଡ଼ ଡାକ୍ତରଖାନାର ବିକଳ ଚିତ୍ର

କେତେବେଳେ ରାସ୍ତା ନ ଥିବାରୁ ତ କେତେବେଳେ ଆମ୍ବୁଲାନ୍ସ ଅଭାବରୁ ରୋଗୀଙ୍କୁ ମାଇଲ ମାଇଲ ବାଟ ବୋହି ନେବା ଘଟଣା ରାଜ୍ୟରେ ନିତିଦିନିଆ ହୋଇଗଲାଣି। ହେଲେ ଉପାନ୍ତ ଅଞ୍ଚଳର ଏପରି କରୁଣ ଚିତ୍ର ଏବେ କଟକ ବଡ଼ ଡାକ୍ତରଖାନାରେ ଦେଖିବାକୁ ମିଳିଛି । ଷ୍ଟ୍ରେଚର ମିଳୁ ନଥିବାରୁ