Browsing Tag

#odisha

ବିଦ୍ଧିବଦ୍ଧ ଭାବେ ଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସହ ସମସ୍ତ ସମ୍ପର୍କ ଛିନ୍ନ କଲା ଆମେରିକା

ଆମେରିକା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସହ ସମସ୍ତ ସମ୍ପର୍କ ଛିନ୍ନ କରିଛି । ପୂର୍ବରୁ ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପ୍ ହୁରେ ଅନିୟମିତତା ହେଉଥିବା ନେଇ ୟୁଏସକୁ ଦୂରେଇବାକୁ ଘୋଷଣା କରିଥିଲେ । ଏବେ ବିଦ୍ଧିବଦ୍ଧ ଭାବେ ଆମେରିକା ଏହି ସଙ୍ଗଠନରୁ ନିଜକୁ ଦୂରେଉ ଦେଇଛି । ଆମେରିକାର ସ୍ୱାସ୍ଥ୍ୟ…

ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି

ବିଶ୍ୱର ସବୁଠୁ ଉତ୍ତପ୍ତ ମରୁଭୂମି ସାହାରାରେ ତୁଷାରପାତ । ପ୍ରଚଣ୍ଡ ଉତ୍ତାପ, ଶୁଷ୍କ ପବନ ଓ ଅନ୍ତହୀନ ବାଲି ପାହାଡ଼ ପାଇଁ ପରିଚିତ ସାହାରା ମରୁଭୂମିରେ ତୁଷାରପାତ ପ୍ରକୃତିର ବିରୋଧାଭାସ ଭଳି ମନେ ହେଉଛି । ଗତ ୧୭ ତାରିଖ ଉତ୍ତର ଆଲଜେରିଆର କେତେକ ସ୍ଥାନରେ ଏକ ଅସାଧାରଣ ଦୃଶ୍ୟ ଦେଖିବାକୁ…

ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ , ଏ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନଦୀକୂଳ ନୂଆ ରୂପ ପାଇବ । ଆଜି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସାଂସ୍କୃତିକ ଓ ମନୋରଞ୍ଜନ ସ୍ଥଳରେ ପରିଣତ କରାଯିବ, ଏହା ଦ୍ୱାରା ପର୍ଯ୍ୟଟନକୁ ପ୍ରୋତ୍ସାହନ ମିଳିବ । ସାମଗ୍ରିକ ସହରୀ ପରିବେଶରେ ଉନ୍ନତି ଆସିବ । ଏହି…

କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଉପରାଷ୍ଟ୍ରପତି

କଟକରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ କଟକ ଯାଇଛନ୍ତି । ନିର୍ଦ୍ଧାରିତ ସମୟର ୨୫ ମିନିଟ ପୂର୍ବରୁ ଭୁବନେଶ୍ବରରେ ପହଞ୍ଚିଥିଲେ ଉପରାଷ୍ଟ୍ରପତି । ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ପ୍ରମୁଖ ଉପରାଷ୍ଟ୍ରପତିଙ୍କୁ…

ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ଧୀରେ ଧୀରେ ବଢି ଚାଲିଛି ତାପମାତ୍ରା

ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ତାପମାତ୍ରା ଧୀରେ ଧୀରେ ବଢି ଚାଲିଛି। ତେବେ ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ସହରର…

ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ବତୀ

ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ। ଆଜି  ସରସ୍ବତୀଙ୍କୁ ଆରାଧନାର ଦିନ। ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ। ମା'ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ।…

ଆଜିର ରାଶିଫଳ

ମେଷ : ଆଜି ଆପଣଙ୍କ ପାଇଁ ଏକ ଶୁଭ ଦିନ ହେବାକୁ ଯାଉଛି । ଭଲ ଲାଭ ପାଇବା ପାଇଁ ଆପଣଙ୍କ ଟଙ୍କାକୁ ବୁଦ୍ଧିମାନ ଭାବରେ ବ୍ୟବହାର କରନ୍ତୁ । ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ଆପଣଙ୍କ ଦିନକୁ ପଥଭ୍ରଷ୍ଟ କରିବ ନାହିଁ । ବୃଷ : ଆଜି ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ । ଜଙ୍କ୍ ଫୁଡ୍…

ଗୁଜରାଟରେ ଓଡ଼ିଆ ଭାଷା ଓ ଶିକ୍ଷାର ପ୍ରଚାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ପତ୍ର ଲେଖିଲେ…

ଗୁଜରାଟ ବିଶେଷ ଭାବରେ ସୁରଟରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସାମାଜିକ ଏବଂ ଶିକ୍ଷାଗତ ବିକାଶ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ଏକ ପତ୍ର ଲେଖି ଅନୁରୋଧ କରିଛନ୍ତି । ଗୁଜରାଟରେ ଓଡ଼ିଆ ଭାଷା ଓ ଶିକ୍ଷାର…

ରାଜ୍ୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ରାଜ୍ୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଜାତୀୟ ନିର୍ବାଚନ କମିଶନ ଓଡ଼ିଶା ସମେତ ୧୦ ରାଜ୍ୟମାନଙ୍କର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ରିଟର୍ଣ୍ଣିଂ ଅଫିସର, ସହାୟକ ରିଟର୍ଣ୍ଣିଂ ଅଫିସର, ଭୋଟ୍ ଗ୍ରହଣ ସ୍ଥାନ ଏବଂ ବ୍ୟାଲଟ୍ ବକ୍ସର ପ୍ରକାର ସମ୍ପର୍କରେ ପ୍ରସ୍ତାବ ପଠାଇବାକୁ…

ସାହିଦଙ୍କ ଫିଲ୍ମ ଓ ରୋମିଓର ଟ୍ରେଲର ରିଲିଜ

ବଲିଉଡ ଷ୍ଟାର ସାହିଦ କପୁର ପୁଣି ଥରେ ପରଦାରେ ଧମାକା କରିବାକୁ ଯାଉଛନ୍ତି । ସାହିଦଙ୍କ ଫିଲ୍ମ “ଓ ରୋମିଓର ଟ୍ରେଲର ରିଲିଜ ହୋଇଛି । ଫିଲ୍ମ ରିଲିଜକୁ ନେଇ ଫ୍ୟାନ୍ସ ଉତ୍ସାହର ସହ ଅପେକ୍ଷା କରିଥିବା ବେଳେ ଗତକାଲି ଫିଲ୍ମର ଟ୍ରେଲର ରିଲିଜ ହୋଇଯାଇଛି । ଏଥିରେ ସାହିଦଙ୍କ ଲୁକ ଓ ଅବତାର…