Browsing Tag

#odisha

ପ୍ରାର୍ଥୀପତ୍ର ଦାଖଲ କଲେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସୂରଜ ସକାଳେ ବାପାଙ୍କ ସମାଧିପୀଠକୁ ଯାଇଥିଲେ । ପରେ ସେ ଭଦ୍ରକର ମା ଦକ୍ଷିଣକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରି ଶୋଭାଯାତ୍ରାରେ ଭଦ୍ରକ ଉପ

ଓଆରଏଚଡିସି ମାମଲାରେ ବିଧାୟକ ମୋକିମ୍‌ଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ରିହାତି

କଟକ: ହାଇକୋର୍ଟରୁ ବିଧାୟକ ମୋକିମଙ୍କୁ ମିଳିଛି ବଡ଼ ରିହାତି । ଓଆରଏଚଡିସି ମାମଲାରେ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଆସନ୍ତା ୧୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ ହେବ। ଭିଜିଲାନ୍ସ କୋର୍ଟ ମହମ୍ମଦ ମୋକିମ୍‌ଙ୍କୁ ଶୁଣାଇଥିବା ଦଣ୍ଡାଦେଶ

ସହକାରୀ ଯନ୍ତ୍ରୀଙ୍କ ୬ଟି ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର: ଆୟ ଠୁ ଅଧିକ ସଂପତ୍ତି ଠୁଳ କରିବା ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ଵର ସାଧାରଣ ଜନସ୍ଵାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ରେଡ୍

ଆଜି ବର୍ଷୁଛି, ଆସନ୍ତା କାଲିଠୁ ରାଜ୍ୟରେ କମିପାରେ ବର୍ଷା!

ଭୁବନେଶ୍ବର: ଗତ କିଛି ଦିନ ଧରି ରାଜ୍ୟରେ ଲଗାଣ ବର୍ଷା ଫଳରେ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଆସନ୍ତାକାଲିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବାରୁ

କାର୍ତ୍ତିକ ମାସର ପ୍ରଥମ ସୋମବାର: ମହାଦେବଙ୍କ ପୀଠରେ ଭକ୍ତଙ୍କ ଭିଡ଼

କଟକ: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଭକ୍ତମାନେ ଆଜି ଶିବ ମନ୍ଦିରରେ ଭିଡ ଲଗାଇଥିବା ଦେଖିବାକୁ ମିଳିଥିଲା । ଆଜି କଟକ ଧବଳେଶ୍ଵର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟ ଜମିଥିଲା । କରୋନା ପାଇଁ ଦୁଇବର୍ଷ କଟକଣା‌ ପରେ ଚଳିତବର୍ଷ କାର୍ତ୍ତିକ ମାସ ସୋମବାରରେ ଭକ୍ତଙ୍କ ସମାଗମ ଅଧିକା

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ

ଓଡ଼ିଶାର ପ୍ରସିଦ୍ଧ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଉତ୍କଳମଣି ଗୋପବନ୍ଧୁ ଦାସ । ଆଧୁନିକ ଯୁଗର ପଞ୍ଚସଖାଙ୍କ ମଧ୍ୟରେ ସେ ଅନ୍ୟତମ । ସେ ଦୈନିକ ଓଡ଼ିଆ ଖବରକାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ । ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ

ଧାମନଗର ଉପନିର୍ବାଚନ ପାଇଁ ୩ ଦଳର କସରତ

ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପରେ ୩ ଦଳର କସରତ । ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରିନାହାନ୍ତି । ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କ ବିଜେପି

ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼

ରାତି ପାହିଲେ ପୁରୀରେ ହବିଷ ବ୍ରତ ପାଳନ କରିବେ ବ୍ରତଧାରୀ । ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼ ଦେଖିବାକୁ ମିଳିଛି । ସମସ୍ତ ମଠ ବାଡ଼ି ଠାରୁ ଆରମ୍ଭ କରି ସରକାରଙ୍କ ହବିଷ୍ୟାଳି ଶିବିରରେ ଏବେ ବ୍ରତଧାରୀଙ୍କ ଭିଡ଼ ଲାଗିଛି ।ଦୀର୍ଘ ୨ ବର୍ଷ କରୋନା କଟକଣା ପାଇଁ ହବିଷ୍ୟାଳି

ଅର୍ଚ୍ଚନା ନାଗଙ୍କ ଗୁମର ଧିରେ ଧିରେ ଖୋଲିବାରେ ଲାଗିଛି

ନେତା-ମନ୍ତ୍ରୀଙ୍କୁ ବ୍ଲାକ୍‌ମେଲିଂ କରି କୋଟି କୋଟି ଟଙ୍କା ରୋଜଗାର କରୁଥିବା ୨୭ ବର୍ଷୀୟ ଅର୍ଚ୍ଚନା ନାଗ ଗିରଫ ପରେ ଏବେ ଝାରପଡ଼ା ଜେଲରେ । ଅର୍ଚ୍ଚନା ନାଗଫାଶରେ ଫସିଥିବା ନେତା, ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକମାନେ ଏବେ ଛାନିଆ । କାଳେ ସେମାନଙ୍କ କଳା କାରମାନା ପଦାରେ

୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଲଗାଣ ବର୍ଷା ଯୋଗୁ ଦଶହରା ଫିକା ପଡ଼ିଥିଲା । ନବମୀ ଓ ଦଶମୀ ଦୁଇ ଦିନ ପ୍ରବଳ ବର୍ଷିଥିଲା । ଏବେ କୁମାର ପୂର୍ଣ୍ଣିମାରେ ବି ବର୍ଷାରୁ ତ୍ରାହି ମିଳିବନି । ୯ରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୦ରେ ବି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷିବ । ପାଣିପାଗ ବିଶେଷଜ୍ଞ