ଇଡକୋ ସହକାରୀ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍
ଇଡକୋ ସହକାରୀ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍। ଇଡକୋ ସହକାରୀ ନିର୍ଦ୍ଦେଶକ ମନୋଜ କୁମାର ଲେଙ୍କାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି। ଭୁବନେଶ୍ଵର ସମେତ ଖୋର୍ଦ୍ଧା, ପୁରୀ ଏବଂ କେନ୍ଦ୍ରାପଡ଼ାରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ ହୋଇଛି।
ସୂଚନାନୁଯାୟୀ,!-->!-->!-->…