ବାଲିଯାତ୍ରାେରେ ବାସୀ ଖାଦ୍ୟ , ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ
ଆକ୍ସନରେ ଖାଦ୍ୟ ସୁରକ୍ଷା ବିଭାଗ । ଶନିବାର ଦିନ ସକାଳୁ ସକାଳୁ ବାଲିଯାତ୍ରାର ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଯେଉଁଥିରେ ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ ଦୋକାନୀଙ୍କ ଠାରୁ ଫାଇନ୍ ମଧ୍ୟ କଟାଯାଇଛି ।
ଖବର…