Browsing Tag

#odisha

ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ କମଳା ପୂଜାରୀ ଗୁରୁତର

ପଦ୍ମଶ୍ରୀ କମଳା ପୁଜାରୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରେ ଲାଗିଛି । ତାଙ୍କୁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସା କରାଯାଉଛି । ଗତ କିଛିଦିନ ପୂର୍ବେ କମଳା ପୂଜାରୀଙ୍କୁ ଜ୍ଵର ଝାଡା ହେବା ସହିତ ଦୁର୍ବଳ ଅନୁଭବ ହେବାରୁ ତାଙ୍କୁ ଡାକ୍ତର ଖାନରେ ଭର୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କ

ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ସଫଳ ରୂପାୟନ ପାଇଁ ହାର୍ଡୱେର ନିର୍ଦ୍ଦେଶାବଳୀ ଜାରି

ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (ଏନଏଚଏ) ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକର ଡାକ୍ତରଖାନା, କ୍ଲିନିକ ଓ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ କେନ୍ଦ୍ରରେ ଭଳି ସ୍ୱାସ୍ଥ୍ୟ ସେବା ସଂସ୍ଥାନଗୁଡିକରେ ଡିଜିଟାଇଜେସନ ପ୍ରୋତ୍ସାହିତ କରିବା ପାଇଁ ହାର୍ଡୱେର ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ଏହି

ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଫର୍ମପୂରଣ ଅବଧି ବଢ଼ିଲା

ବନ୍ୟା ପ୍ରଭାବିତ ଅଞ୍ଚଳରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ଓ ସମେଟିଭ୍‌ ଆସେସମେଣ୍ଟ-୧ (ଏସ୍‌ଏ-୧) ପରୀକ୍ଷା ଲାଗି ଫର୍ମ ପୂରଣ ବାଧାପ୍ରାପ୍ତ ହୋଇଛି । ଲକ୍ଷାଧିକ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ରେ ପଞ୍ଜିକରଣ ଓ ଫର୍ମପୂରଣ କରିପାରିନଥିବାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ

ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାରେ ପୁରୁଷ ବନ୍ଧୁଙ୍କୁ ଜେରା

ସଫ୍ଟୱେର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ ମହାପାତ୍ରଙ୍କୁ ମୃତ୍ୟୁ ପୂର୍ବରୁ ୧୫ କଲ୍ କରିଥିଲେ। କିନ୍ତୁ ତାଙ୍କ ଫୋଲ ଉଠାଇନଥିଲେ ତାଙ୍କ ପୁରୁଷ ବନ୍ଧୁ । ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ଶ୍ୱେତା ସୌମ୍ୟଜିତ୍‌ଙ୍କୁ ୧୫ ଥର କଲ୍‌

୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର

କ୍ୟାପିଟାଲ ହସ୍ପିଟାଲରେ ଛୁଟୁଛି ରୋଗୀଙ୍କ ସୁଅ

କ୍ୟାପିଟାଲ ହସ୍ପିଟାଲରେ ବନ୍ୟାର ପ୍ରଭାବ ପଡିଛି। ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପଞ୍ଜିକରଣ କେନ୍ଦ୍ରରେ ଟୋକେନ ସଂଗ୍ରହ ପାଇଁ ୩ ଘଣ୍ଟା ଧାଡ଼ିରେ ଛିଡା ହେବାକୁ ପଡ଼ୁଛି। ଡାକ୍ତରଙ୍କୁ ଦେଖାଇବା ପାଇଁ ବି ଲମ୍ବା ଧାଡ଼ି ଲାଗିଛି। ଏହାକୁ ନେଇ ରୋଗୀ ଓ

ନୂଆ ବିଏମସି କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ ତଦାରଖ କଲେ ୫ଟି ସଚିବ ଭି କେ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି ସତ୍ୟନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡିଂ ଏବଂ ଓ ହବ ପରିଦର୍ଶନ କରି ଅଗ୍ରଗତିର ସମୀକ୍ଷା କରିଛନ୍ତି। ନୂତନ ବିକାଶ କେନ୍ଦ୍ରଗୁଡ଼ିକ କାର୍ଯ୍ୟକ୍ଷମ ହେବା ପାଇଁ ଆବଶ୍ୟକ କାର୍ଯ୍ୟର ଠିକ୍ ସମୟରେ

ବୃଦ୍ଧି ପାଉଛି ଜଳସ୍ତର

ସୁବର୍ଣ୍ଣରେଖା ନଦୀରେ ବଡ ବନ୍ୟା ଆଶଙ୍କା ଦେଖା ଦେଇଛି। ଏ ନେଇ ଟ୍ବିଟ୍ କରି ଏସଆରସି ସୂଚନା ଦେଇଛନ୍ତି।  ରାତି ୮ଟା ସୁଦ୍ଧା ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜର ୧୪ଟି ଟି ଗେଟ୍ ଖୋଲାଯାଇଛି। ଫଳରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବ । ବନ୍ୟାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଓ ବାଲେଶ୍ବର

ଚାଷ କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବାକୁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି ମାର୍ଗଦର୍ଶିକା ଅନୁସାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସଲ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାକୁ କୃଷିମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ଚଳିତ ମାସ ୨୭ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବା ପାଇଁ

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ରେ ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ଭଡା ଘରେ ରହୁଥିଲେ । ଯୁବତୀଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ପୁଲିସ। ଯୁବତୀଙ୍କ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି।