Browsing Tag

#odisha

ଭାରତରେ ଚିତାଙ୍କ ସଂଖ୍ୟା ବୃଦ୍ଧି ପାଇଁ ଯୋଜନା

ସ୍ୱାଧୀନ ଭାରତରେ ବିଲୁପ୍ତ ହୋଇ ଯାଉଥିବା ଏକ ମାତ୍ର ବୃହତ୍ ମାଂସାଶୀ ପ୍ରାଣୀ, ଚିତାର ପୁନରୁଦ୍ଧାର କରିବା ନିମନ୍ତେ କେନ୍ଦ୍ର ସରକାର ଯୋଜନା କରିଛନ୍ତି । ଭାରତରେ କାର୍ଯ୍ୟକ୍ଷମ ଚିତା ଭୂସ୍ଥାନିକ ସଂଖ୍ୟା ଗଣନା (ମେଟାପପୁଲେସନ୍‌) ପ୍ରତିଷ୍ଠା କରିବ ଯାହା ଚିତାକୁ ଏକ ଶୀର୍ଷ

ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ୍

ପୂଜା ପଣ୍ଡା ଓ ବଡୁ ନିଯୋଗ ଆଲୋଚନା ପରେ ବାହାରିଲା ସମାଧାନର ରାସ୍ତା। ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ ଚାଲିଛି । ଭୋରରୁ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇଛି । ପୂଜା ପଣ୍ଡା ଓ ବଡୁ ନିଯୋଗର ବିବାଦ ଯୋଗୁ ୨ ଦିନ ଧରି ଅଖିଆ ଓ ଅପୂଜା ଥିଲେ

ଆଜି ରାକ୍ଷୀ ପୂର୍ଣ୍ଣିମା

ଆଜି ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୋଟ ପିଲାମାନେ ରାକ୍ଷୀ ବାନ୍ଧିଛନ୍ତି । https://twitter.com/ani_digital/status/1557648878450511874 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାକ୍ଷୀପୂର୍ଣ୍ଣିମାରେ ସମସ୍ତଙ୍କୁ ଶୁଭେଚ୍ଛା ଅଭିନନ୍ଦନ ଜଣାଇଛନ୍ତି

ଅମୃତ ମହୋତ୍ସବ ଉପଲକ୍ଷେ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ୨୦୨୧ ମସିହାରୁ ଚଳିତ ବର୍ଷର ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯାଉଛି । ଏଥି ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଗୁଡିକ ଆୟୋଜିତ ହେଉଛି । ଏହି କ୍ରମରେ ସମ୍ବଲପୁର ଜିଲା ଭାରତୀୟ

ରାଜଧାନୀ ବୁଲି ଟ୍ରାଫିକ୍‌ ସମସ୍ୟା ନେଇ ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ ପାଣ୍ଡିଆନ

ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ

ଗତକାଲିଠାରୁ ଶ୍ରୀଲିଙ୍ଗରାଜ ଅପୂଜା ଓ ଉପାସ

ଗତକାଲି ଠାରୁ ଶ୍ରୀ ଲିଙ୍ଗରାଜକୁ ଅପୂଜା ଓ ଉପାସ ରଖାଯାଇଛି। ପୂଜା ପଣ୍ଡା ଓ ବଡୁ ନିଯୋଗ ମଧ୍ୟରେ ପଇତା ଲାଗି ନୀତିକୁ ନେଇ ବିବାଦ ଲାଗିଥିବାରୁ ଗତକାଲି ସନ୍ଧ୍ୟା ଧୂପରୁ ନୀତି ବନ୍ଦ ରହିଥିବା ସୂଚନା ରହିଛି। ନୀତି ବିଭ୍ରାଟ ହୋଇଥିବାରୁ ଏପର୍ଯ୍ୟନ୍ତ କିଛି ନୀତି ହୋଇନାହିଁ। ଗତ ବର୍ଷଠାରୁ

ଭୁବନେଶ୍ୱର ସିଆଇଏସଏଫ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲି

ସ୍ୱାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ସାରାଦେଶ ପାଳନ କରୁଛି ଆଜାଦୀ କି ଅମୃତ ମହୋତ୍ସବ । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ସିଆଇଏସଏଫ୍ ୟୁନିଟ୍ ତରଫରୁ ବାଇକରେ ତ୍ରିରଙ୍ଗା ରାଲିର ଆୟୋଜନ କରାଯାଇଛି । ଲୋକମାନଙ୍କୁ ସଚେତନ କରାଇବା ଓ ମନରେ ଦେଶପ୍ରେମ ଜାଗ୍ରତ ଉଦ୍ଦେଶ୍ୟରେ ଏହି ରାଲି

୭୯ ବର୍ଷରେ ପାଦ ଦେଲେ ସୁର ରାଉତରାୟ

ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ 79 ତମ ଜନ୍ମଦିନରେ ଚାରିଆଡୁ ଶୁଭେଚ୍ଛାର ଶୁଆ ଶୁଟିଛି  । ସୁରେଶ କୁମାର ରାଉତରାୟଙ୍କ ଜନ୍ମ 1945 ମସହା ସେପ୍ଟେମ୍ବର 11ରେ ହୋଇଥିଲା । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଜଟଣୀ

ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଯୋଗୀ ହେବ ଏନଏସଏଫ

ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ସହଭାଗୀତାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଏସ୍ ନ୍ୟାସନାଲ ସାଇନ୍ସ ଫାଉଣ୍ଡେସନ(ଏନଏସଏଫ) ଇଚ୍ଛା ପ୍ରକାଶ କରିଛି । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଏନଏସଏଫର ନିର୍ଦ୍ଦେଶକ ଡ଼ ସେଥୁରମଣ ପଞ୍ଚନାଥନ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ

ସ୍ୱାଧୀନତା ଦିବସରେ ସ୍କୁଲରେ ଭାଗ ନେବେ ଛାତ୍ରଛାତ୍ରୀ

ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ସରକାରୀଙ୍କ ମାର୍ଗଦର୍ଶିକା ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୬ ତମ ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ