Browsing Tag

#odisha

୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ

କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ନିଜ ଘରେ ଜାତୀୟ ପତାକା ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ କରିଛନ୍ତି । ସେ କହିଥିଲେ ଯେ, ଆଜି ‘‘ଅଗଷ୍ଟ କ୍ରାନ୍ତି’’

ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନରେ ଭାଗ ନେଇ ଆମ ସ୍ୱାଧୀନତା ସଂଗ୍ରାମକୁ ମଜବୁତ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।

ସ୍କୁଲ ପିଲାଙ୍କ ପାଠ୍ୟକ୍ରମରେ ସାମିଲ ହେବ ଲିଙ୍ଗଗତ ସମାନତା ପାଠ

ରାଜ୍ୟର ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଲିଙ୍ଗଗତ ସମାନତା ଉପରେ ଶିକ୍ଷାଦାନ । ଆସନ୍ତା ଶିକ୍ଷାବର୍ଷରୁ ପିଲାଙ୍କ ପାଠ୍ୟ ପୁସ୍ତକରେ ଏହି ପାଠ୍ୟକ୍ରମ ସାମିଲ ହେବ ବୋଲି ଜଣାପଡ଼ିଛି ।ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଏକ ଦିନିକିଆ

ସ୍ୱାଧୀନତୀ ଦିବସରେ ହେବନି ପରେଡ୍

ରାଜ୍ୟରେ କରୋନା ସଂକ୍ରମଣ ପୁଣିଥରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଗକୁ ସ୍ୱାଧୀନତା ଦିବସ ଆସୁଥିବା ବେଳେ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥର କୋଭିଡ କଟକଣାରେ ପାଳନ ହେବ ସ୍ୱାଧୀନତୀ ଦିବସ । ପ୍ରଦର୍ଶନୀ ପଡ଼ିଆରେ ହେବ ପତାକା ଉତ୍ତୋଳନ ହେବ ।ତେବେ ସ୍ୱାଧୀନତା ଦିବସରେ

ରାଜଧାନୀ ଭୁବନେଶ୍ୱରରେ ମୋଦୀ@20

କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଠାରେ ମୋଦୀ@20 : ଡ୍ରିମ୍ସ ମିଟ୍‌ ଡିଲିଭରୀର ଓଡ଼ିଶା ଚାପ୍ଟର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର

ପ୍ରଜାତନ୍ତ୍ର ଓଡିଆ ଜନଜୀବନର ସଠିକ ଦର୍ପଣ

ପ୍ରଜାତନ୍ତ୍ର ଓଡିଆ ଜନଜୀବନର ସଠିକ ଦର୍ପଣ । କଟକରେ ପ୍ରଜାତନ୍ତ୍ରର ୭୫ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବିଭାଷଣ ରଖିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଆଜି ଓଡିଶାକୁ ନୂଆ ପରିଚୟ ଦେବାର ଦିନ । ଦେଶର ସ୍ୱାଧୀନତାର ଅମୃତ

ଓଡ଼ିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାତ୍ରିରେ ଭୁବନେଶ୍ବରରେ ଆସି ପହଁଚିଛନ୍ତି । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସି ପହଁଚିଥିଲେ । ଶହ ଶହ ବିଜେପି ନେତାଙ୍କ ଗହଣରେ କାର୍ଯ୍ୟକର୍ତ୍ତାମାନେ ତାଙ୍କୁ ଜୋରଦାର ସ୍ବାଗତ କରିଥିଲେ । କମିସନରେଟ ପୁଲିସ

ଆଜି ରାତିରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଆସୁଛନ୍ତି । ଅମିତ ଶାହଙ୍କୁ ଭବ୍ୟ ସମ୍ବର୍ଧନା ଦେବା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ଡିସିପି ପ୍ରତୀକ ସିଂହ କହିଛନ୍ତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ରାତିରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ। ସେଠାରେ ତାଙ୍କୁ ରାଜ୍ୟ ବିଜେପି

ଓଡ଼ିଶା ପାଇଁ ଅଧିକ ଅର୍ଥ ଦାବି କଲେ ମୁଖ୍ୟମନ୍ତ୍ରୀ

ନୀତି ଆୟୋଗ ବୈଠକରେ ଓଡ଼ିଶା ଉପରେ ଅଧିକ ଫୋକସ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ପ୍ରତିବର୍ଷ ସାମନା କରୁଥିବାରୁ ରାଜ୍ୟକୁ ଅଧିକ ଅର୍ଥ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଦେଶରେ କୋଭିଡ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ

ଓଡ଼ିଆ ଝିଅ ନିତ୍ୟାଙ୍କର ନୃତ୍ୟରେ ଝୁମିଲେ ଦିଲ୍ଲୀବାସୀ

ଯୁବ ଏବଂ ଉଦୀୟମାନ ନୃତ୍ୟାଙ୍ଗନା ନିତ୍ୟା ଖଣ୍ଡେଲୱାଲଙ୍କର ମନଲୋଭା ଭାରତନାଟ୍ୟମ ନୃତ୍ୟ ପ୍ରଦର୍ଶନରେ ଦିଲ୍ଲୀର ଦର୍ଶକମାନେ ମନ୍ତ୍ରମୁଗ୍ଧ ହେବା ସହିତ ତାଙ୍କର ଘୁଙ୍ଗୁରର ତାଳେ ତାଳେ ହଜ୍ଜି-ମଜ୍ଜି ଝୁମିବାରେ ଲାଗିଥିବାର ଲକ୍ଷ୍ୟ କରାଯାଇଥିଲା। ନିକଟରେ ଡେନମାର୍କଠାରେ ଅବସ୍ଥାପିତ ଓଡ଼ିଆ ଝିଅ