Browsing Tag

#odisha

ଆଇଏସସି ଦ୍ବାଦଶ ଫଳ ୯୯.୩୮%

କାଉନସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ୍ସ(ସିଆଇଏସସିଇ) ଦ୍ବାରା ପରିଚାଳିତ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ (ଆଇଏସସି) ଦ୍ବାଦଶ ପରୀକ୍ଷା ଫଳ ରବିବାର ଅପରାହ୍ଣ ୫ଟାରେ ପ୍ରକାଶ ପାଇଛି। ଚଳିତ ବର୍ଷ ଦେଶରେ ମୋଟ ପାସହାର ୯୯.୩୮ ପ୍ରତିଶତ ହୋଇଛି। ଛାତ୍ରଙ୍କୁ ପୁଣି ପଛରେ

୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । କହିଛନ୍ତି ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ ଅନୁସାରେ ସେ କାର୍ଯ୍ୟ କରିବେ । https://twitter.com/ANI/status/1551435926664282113

ରାମନାଥ କୋବିନ୍ଦଙ୍କ ବିଦାୟୀ ଅଭିଭାଷଣ: ପ୍ରିୟ ଦେଶବାସୀ

ପ୍ରିୟ ଦେଶବାସୀ ନମସ୍କାର, ଆଜକୁ ପାଞ୍ଚ ବର୍ଷ ପୂର୍ବରୁ, ଆପଣମାନେ ସମସ୍ତେ ମୋ ଉପରେ ଅପାର ଭରସା ବ୍ୟକ୍ତ କରିଥିଲେ ଏବଂ ନିଜ ନିର୍ବାଚିତ ଜନ-ପ୍ରତିନିଧିମାନଙ୍କ ମାଧ୍ୟମରେ ମୋତେ ଭାରତର ରାଷ୍ଟ୍ରପତି ଭାବେ ବାଛିଥିଲେ। ଆଜି ମୋ କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେଉଛି। ଏହି ଅବସରରେ ମୁଁ

ଆଉ କିଛି ସମୟ ପରେ ସର୍ବୋଚ୍ଚ ସାମ୍ବାଧାନିକ ପଦ ପାଇଁ ଶପଥ ନେବେ ଦ୍ରୌପଦୀ ମୁର୍ମୁ

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଉ କିଛି ସମୟ ପରେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦ ପାଇଁ ଶପଥ ନେବାକୁ ଯାଉଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏ.ଭି.ରମଣା, ଦ୍ରୌପଦୀଙ୍କୁ ୧୫ତମ ରାଷ୍ଟ୍ରପତି ଭାବରେ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ଏହା ପରେ ନବ

ଜାତୀୟ ପ୍ରସାରଣ ଦିବସ ସମାରୋହର ଉଦ୍‌ଘାଟନ

"ୟେ ଆକାଶବାଣୀ ହୈ’- ଏହି ଅମର ଶବ୍ଦ ଗୁଡ଼ିକୁ ସବୁ ଭାରତୀୟ ଚିହ୍ନଟ କରି ପାରିବେ । ଆଜି ଆକାଶବାଣୀ ଭବନର ରଙ୍ଗ ଭବନ ସଭା ଗୃହରେ ଏହା ପୁନଃ ଗୁଞ୍ଜରିତ ହୋଇ ଉଠିଥିଲା, ଯେତେବେଳେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଲୋକ ମାନଙ୍କ ଉଦ୍ଦେଶ୍ୟରେ ଏହାକୁ ଦୋହରାଇଥିଲେ । ଏହି ଭଳି

ପୂର୍ବ ତଟ ରେଳପଥ ଦ୍ୱାରା ସ୍ମରଣୀୟ ‘ଆଜାଦୀ କି ରେଳ ଗାଡି ଏବଂ ଷ୍ଟେସନ’ ସପ୍ତାହ ଉଦଯାପିତ

ପୂର୍ବ ତଟ ରେଳପଥ ଦ୍ୱାରା ସପ୍ତାହବ୍ୟାପୀ ତଥା ଜୁଲାଇ 18 ତାରିଖରୁ ଆୟୋଜିତ ହୋଇଥିବା 'ଆଜାଦୀ କି ରେଳ ଗାଡି ଏବଂ ଷ୍ଟେସନ' ସ୍ମରଣୀୟ ସପ୍ତାହ ଉତ୍ସବ ଆଜି ଅର୍ଥାତ୍ 23 ଜୁଲାଇ 2022 ରେ ସମାପ୍ତ ହୋଇଛି | ଭାରତୀୟ ସ୍ୱାଧୀନତାର 75 ବର୍ଷ ପୂର୍ତ୍ତି ପାଳନ ତଥା ଆଜାଦୀ କା ଅମୃତ ମହୋତ୍ସବର ଏକ

ରାଜ୍ୟରେ ସଂଭାବନା ଅଛି ପ୍ରବଳ ବର୍ଷା

ରାଜ୍ୟରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସଂଭାବନା ରହିଛି । ବର୍ଷା ଘଡ଼ଘଡ଼ି ପାଇଁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । https://twitter.com/mcbbsr/status/1551109066973360128 ଭୁବନେଶ୍ୱର ଆଞ୍ଚଳିକ ପାଣିପାଦ କେନ୍ଦ୍ର ପକ୍ଷରୁ

 ଦିଲ୍ଲୀରୁ ଚତୁର୍ଥ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ

କେରଳ ପରେ ଏବେ ଦିଲ୍ଲୀରେ ଚିହ୍ନଟ ହୋଇଛି ମଙ୍କିପକ୍ସ ଚତୁର୍ଥ ମାମଲା । ଯାହାକୁ ନେଇ ଏବେ ଦିଲ୍ଲୀରେ ଭୟ ଖେଳିଯାଇଛି ।  ତେବେ ତାଙ୍କର ଟାଭ୍ରେଲ ହିଷ୍ଟ୍ରି ନାହିଁ ବୋଲି ଜଣାପଡିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଚିହ୍ନଟ ଥିବା ବ୍ୟକ୍ତିଙ୍କ ବୟସ 34 ବର୍ଷ । 

ଦ୍ରୈାପଦୀଙ୍କ ପାଇଁ ଲକ୍ଷ୍ମଣ ରେଖା ଲଙ୍ଘିଲେ ବିରୋଧୀ: ବଢ଼ିଲା କ୍ରସଭୋଟିଂ

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀ ଯେଉଁ ବାହାସ୍ଫୋଟ ମାରୁଥିଲେ ତାହା ଫିକା ପଡିଛି । ନରେନ୍ଦ୍ର ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ୍ ଆଗରେ ବିରୋଧୀଙ୍କ ରଣକୈାଶଳ ଫେଲ ମାରିଛି । ଦ୍ରୈାପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ବିରୋଧୀ ଦଳଗୁଡ଼ିକ ଦୋଛକିରେ ପଡିଥିଲେ । ଦଳର

ଏସସି ଓ ଏସଟି ମାନ୍ୟତା ପ୍ରସଙ୍ଗ: ଜାତି ଜନଜାତି ତାଲିକାରେ ନାମ ସାମିଲ କରାଯାଉନାହିଁ

ସମାନ ଜାତିର ଲୋକ ମାନଙ୍କର ସାଙ୍ଗିଆ ଭିନ୍ନ ହେଲେ ମଧ୍ୟ ସେମାନଙ୍କୁ ଅନୁସୂଚିତ ଜାତି ଓ ଜନଜାତି ତାଲିକାରେ ସାମିଲ କରା ଯାଉ ନାହିଁ। ଯାହା ଫଳରେ ସେମାନେ ସଂରକ୍ଷଣ ଓ ଅନ୍ୟ ବ୍ୟବସ୍ଥାର ଲାଭ ପାଇ ପାରୁ ନାହାନ୍ତି । ଏହା ଉପରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ବିଶେଷ ଧ୍ୟାନ ଦେବା ଆବଶ୍ୟକ