Browsing Tag

#odisha

ବିଧାନସଭାରେ ପିଲାଙ୍କ ପାଇଁ ମୁଣ୍ଡପିଛା ଖର୍ଚ୍ଚ ପ୍ରସଙ୍ଗ

ଗୃହରେ ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଛି । ବିରୋଧୀଙ୍କ ପ୍ରଶ୍ନର ଗୋଟି ଗୋଟି କରି ଉତ୍ତର ରଖିଛନ୍ତି ରାଜ୍ୟ ସରକାର । ଏହାରି ମଧ୍ୟରେ ସରକାରୀ ସ୍କୁଲରେ ପିଲାଙ୍କ ମୁଣ୍ଡପିଛା ଖର୍ଚ୍ଚ ନେଇ ତଥ୍ୟ ଦେଇଛନ୍ତି ସରକାର । ଏନେଇ ବିଧାନସଭାରେ ଲିଖିତ ଉତ୍ତି ରଖିଛନ୍ତି ଗଣଶିକ୍ଷା

ବିଧାନସଭାରେ ମଧ୍ୟାନ୍ନ ଭୋଜନ ଦୁର୍ନୀତି ପ୍ରସଙ୍ଗ

ମଧ୍ୟାନ୍ନ ଭୋଜନରେ ବଡ ଦୁର୍ନୀତି। ପ୍ରତି ବସ୍ତାରେ ଗାଏବ୍ ହେଇଯାଉଛି୨/୩କେଜି ଚାଉଳ। ଆଉ ପିଲାଙ୍କ ପେଟରେ ପଡୁଛି ଲାତ। ଅନେକ ଦିନ ଧରି ଏହି ବିଷୟରେ ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଶୋଇ ରହିଥିଲେ ସରକାର। ତେବେ ଗତକାଲି ଏକ ଘରୋଇ ଟିଭି ଚାନେଲରେ ମଧ୍ୟାନ୍ନ ଭୋଜନ ଦୁର୍ନୀତି ଖବର ପ୍ରସାରଣ ହେବ

ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଟ୍ୟାପ୍‍ ଯୋଗେ ପାନୀୟ ଜଳ ଯୋଗାଣ

ନୂଆଦିଲ୍ଲୀ : ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ 

୪ ବର୍ଷରେ ସାଇବର ଠକ ଲୁଟିନେଇଛନ୍ତି କୋଟି କୋଟି ଟଙ୍କା

ଭୁବନେଶ୍ବର: ୪ ବର୍ଷରେ ୧୨୨ କୋଟି ଟଙ୍କା ଠକିଛନ୍ତି ସାଇବର ଠକ । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ତୁଷାରକାନ୍ତି କହିଛନ୍ତି । ୨୦୧୮ରୁ ୨୦୨୨ ଏପ୍ରିଲ ମାସ ମଧ୍ୟରେ ରାଜ୍ୟରେ

ଆଇଏଲଏସ୍ ନିର୍ଦ୍ଦେଶକ ଅଜୟ ପରିଡ଼ାଙ୍କ ପରଲୋକ

ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ାଙ୍କ ପରଲୋକ। ଗୌହାଟୀରେ ଅଜୟ ପରିଡ଼ାଙ୍କ ଦେହାନ୍ତ ହୋଇଥିବା ଆଇଏଲଏସ୍ ପକ୍ଷରୁ ସୂଚନା ଦିଆଯାଇଛି। ସେ ଗୌହାଟୀକୁ ଏକ କନଫରେନ୍ସରେ ଯୋଗ ଦେବାକୁ ଯାଇଥିଲେ। ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮

ବିଧାନସଭାରେ ଉଠିଲା ମୁଢ଼ି ପ୍ରସଙ୍ଗ

ଭୁବନେଶ୍ବର: ମୁଢ଼ି ଓ ଚୁଡ଼ାରେ ଜିଏସଟି ଲାଗିବା ପରେ ଏହି ଚର୍ଚା ଆଜି ବିଧାନସଭାରେ ହୋଇଛି । ରାଜ୍ୟରେ ସବୁ ବର୍ଗର ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ଚୁଡ଼ା, ମୁଢ଼ି ଓ ଖଇ ଉପରେ 5 ପ୍ରତିଶତ ଜିଏସଟି ଆଜିଠୁ ଲାଗୁ ହୋଇଛି । ପ୍ରଶ୍ନ କାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ

କଂଗ୍ରସରୁ କ୍ରସ ଭୋଟିଂ: ଦ୍ରୈାପଦୀ ମୁର୍ମୁଙ୍କୁ ଭୋଟ ଦେଲେ ମୋକିମ୍

ଭୁବନେଶ୍ବର: ଓଡ଼ିଶାର ଆଦିବାସୀ ଝିଅ ପୂର୍ବତନ ରାଜ୍ୟପାଳ ଦ୍ରୈାପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ କଲାପରେ ବିରୋଧୀଙ୍କ ମଧ୍ୟରେ ମତଭେଦ ଲାଗିରହିଥିଲା । ଯାହାକି ଆଜି ଭୋଟ ବେଳେ ଦେଖିବାକୁ ମିଳିଛି । କଂଗ୍ରେସର କିଛି ବିଧାୟକ କଂସ ଭୋଟିଂ କରିଥିବା ମାନିଛନ୍ତି । ବିଶେଷ କରି

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ

ଭୁବନେଶ୍ବର: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି । ସାମ୍ବାଦିକଙ୍କୁ ମୋକିମ କହିଛନ୍ତି ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି । ରାଷ୍ଟ୍ରପତି

ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳାଭିଷେକ କଲେ ଶ୍ରଦ୍ଧାଳୁ

ଶ୍ରାବଣ ମାସର ପ୍ରଥମ ସୋମବାରେ ଶିବଙ୍କ ଠାରେ ଜଳଲାଗି କରିଛନ୍ତି ହଜାର ହଜାର ଶିବଭକ୍ତ । ବାବା ଧବଳେଶ୍ବରଙ୍କ ପୀଠରେ ଶିବଙ୍କ ପୂଜାର୍ଚ୍ଚନା କରି ମନସ୍କାମନା ପୂରଣ ପାଇଁ ଭକ୍ତମାନେ ଜଳାଭିଷେକ କରିଛନ୍ତି । ସେହିପରି ଲିଙ୍ଗରାଜ ମନ୍ଦିରରେ ଭକ୍ତମାନେ ସକାଳୁ ଧାଡିରେ ଯାଇ ଜଳାଭିଷେକ

ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। https://twitter.com/IPR_Odisha/status/1548873142810001409