Browsing Tag

#odisha

ଜିଲ୍ଲା ପରିଷଦ ଉପନିର୍ବାଚନ: ବିଜେଡି ବିଜୟୀ

ମେଟ୍ରୋ ଟିଭି ଓଡିଶା (୨୮.୫.୨୦୨୨ ) କେନ୍ଦୁଝର ଜିଲ୍ଲା ଘଟଗାଁ ଜିଲ୍ଲା ପରିଷଦ ଉପନିର୍ବାଚନରେ ବାଜିମାରିଛି ବିଜେଡି । ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡିର ରଣଜିତ ନାୟକ ବିଜୟୀ ହୋଇଛନ୍ତି । ବିଜେପିର ମହେଶ୍ୱର ନାୟକଙ୍କୁ ହରାଇଛନ୍ତି ରଣଜିତ । ଉପନିର୍ବାଚନରେ ରଣଜିତଙ୍କୁ ୧୮,୨୪୦

ଚିଲିକା ମଝିରେ ଫସିଲା ଡଙ୍ଗା

ମେଟ୍ରୋ ଟିଭି ଓଡିଶା (୨୭.୫.୨୦୨୨) ପୁଣି ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଆଜି ସକାଳେ ଜହ୍ନିକୁଦା ଘାଟରୁ ସାତପଡ଼ା ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଝି ଚିଲିକାରେ ଫସି ରହିଛି । ଡଙ୍ଗାରେ ସବାର ଥିବା ପ୍ରାୟ ୩୦ ରୁ ୪୦ ଯାତ୍ରୀ ଏବେବି ଚିଲିକା ମଝିରେ ଫସି

ଦୁଇ ଦିନ ପେଟ୍ରୋଲ ପମ୍ପ ବନ୍ଦ

ମେଟ୍ରୋ ଟିଭି ଓଡିଶା (୨୭.୫.୨୦୨୨ ) ଆଜିଠୁ ଦୁଇ ଦିନ ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ | ଧର୍ମଘଟକୁ ଓହ୍ଲାଇବ ପେଟ୍ରୋଲିୟମ୍ ଡିଲର୍ସ ଆସୋସିଏସନ୍। ଆଜି ସନ୍ଧ୍ୟା ୬ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବାକୁ ଥିବା ବେଳେ ଆସନ୍ତାକାଲି ମଧ୍ୟ ସନ୍ଧ୍ୟା ୬ଟାରୁ ସକାଳ

ମୋର ବିଜ୍ଞାନ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ ଅଛି:ପ୍ରଧାନମନ୍ତ୍ରୀ ମୋଦୀ

ମେଟ୍ରୋ ଟିଭି ଓଡିଶା (୨୬.୫.୨୦୨୨) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଆୟୋଜିତ ଏକ ରାଲିରେ ଯୋଗ ଦେଇ ରାଜନୀତିରେ ପରିବାରବାଦ ଏବଂ କେସିଆର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ଭଳି ଅନ୍ଧବିଶ୍ୱାସ ନୁହେଁ, ମୋର ମୋର

କମିଲା ବସ୍ ଭଡ଼ା

ମେଟ୍ରୋ ଟିଭି ଓଡିଶା (୨୬.୫.୨୦୨୨) ବସ ଯାତ୍ରୀଙ୍କ ପାଇଁ ଖୁସି ଖବର  | ଡିଜେଲ ଡର କମିଲା ପରେ ବସ ଭଡା ହ୍ରାସ ପାଇଛି | କିଲୋମିଟର ପିଛା ସାଧାରଣ ବସ୍ ଭଡ଼ା ୩ ପଇସା କମିଥିବା ସୂଚନା ମିଳିଛି । ସବୁ ପ୍ରିମିୟମ ଭଡା ୨ ତାଙ୍କ ୫୩ରୁ ୨ ତାଙ୍କ ୪୪ କୁ ହ୍ରାସ ପାଇଛି | ଏକ୍ସପ୍ରେସ ବସ ୯୬ ରୁ

ପାରାଦୀପରେ ଫାଟିଲା IOCL ପାଇପ

ମେଟ୍ରୋ ଟିଭି ଓଡିଶା (୨୬.୫.୨୦୨୨ ) ପାରାଦୀପ ‘ଟାଉନସିପି ନିକଟରେ ଫାଟିଲା IOCL ପାଇପ। ଏହି ପାଇପ ଫାଟିବା ଦ୍ୱାରା ହଜାର ହଜାର ଲିଟର କ୍ରୁଡ଼ ଅଏଲ ମାଟିରେ ମିଶିଛି। ସ୍ଥିତିକୁ ନିୟତ୍ରଣରେ ଆଣିବା ପାଇଁ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ପ୍ରୟାସ ଜାରି ରଖିଛନ୍ତି। ହଳଦିଆରୁ