Browsing Tag

#odisha

ରାଜ୍ୟସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ

ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ ) ଓଡ଼ିଶାରେ ରାଜ୍ୟସଭା ଆସନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଖାଲି ହୋଇଥିବା ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା

ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କଲେ ଗଜପତି

ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ ) ଶ୍ରୀମନ୍ଦିର ପରିଚାଳନା କମିଟି ସ୍ଥାୟୀ ସଭାପତି ତଥା ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ଗୋବର୍ଦ୍ଧନ ପୀଠକୁ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କ ସହିତ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଏବଂ ଜିଲ୍ଲାପାଳ ସମର୍ଥ ବର୍ମା

ଏଣିକି ସ୍କୁଲରେ ଦିଆଯିବ ଅଲିମ୍ପିକ୍ ଶିକ୍ଷା

ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ ) ଏଣିକି ସ୍କୁଲ ସ୍ତରରୁ ଅଲିମ୍ପିକ ପାଇଁ ପ୍ରସ୍ତୁତ ହେବେ ଛାତ୍ରଛାତ୍ରୀ । ସ୍କୁଲରେ ଅଲିମ୍ପିକ ଶିକ୍ଷା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ଯ୍ୟାୟରେ ଦୁଇ ସ୍ମାର୍ଟ ସିଟିରେ ୯୦ ସ୍କୁଲରେ ଅଲିମ୍ପିକ

ଅଯଥା ବିବାଦ ସୃଷ୍ଟି କରୁଛନ୍ତି ଅନୁଭବ

ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨ ) ଓଲିଉଡ୍ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବର୍ଷା ଅଭିଯୋଗ କରିଛନ୍ତି ଯେ, ଅନୁଭବ ବାରମ୍ବାର ଭିଡିଓ ଅପଲୋଡ କରି ଅଯଥା ବିବାଦ ସୃଷ୍ଟି କରୁଛନ୍ତି।

ଜୁନ୍ ମାସରୁ ରାସନ୍ କାର୍ଡରେ ଆଉ ମିଳିବନି ଗହମ

ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨) ରାଜ୍ୟରେ ଆସନ୍ତା ଜୁନ୍ ମାସରୁ ରାସନ କାର୍ଡରେ ମିଳୁଥିବା ଗହମ ଆଉ ମିଳିବନି। ଜୁନ୍ ମାସରୁ ୨୦୨୩ ମାର୍ଚ୍ଚ ପର୍ଯ୍ୟନ୍ତ ଅର୍ଥାତ୍ ୧୦ ମାସ ଯାଏ ଗହମ ମିଳିବନି। ଗରିବ ଖାଉଟି ମାନଙ୍କୁ ୧୦ ମାସ ଗହମ ବଦଳରେ ଚାଉଳ ମିଳିବ। ତେବେ ଏହାର ପ୍ରଭାବ ସିଧାସଳଖ

ଓଡ଼ିଶାରେ ତାତିରୁ ମିଳିଲା ତ୍ରାହି

ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨ ) ରାଜ୍ୟରେ କାଳବୈଶାଖୀ ବର୍ଷା ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହ ତୁହାକୁ ତୁହା ବର୍ଷା ହଉଛି । ବର୍ଷା ଫଳରେ ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ଏହା କିଛି ଲୋକଙ୍କ ପାଇଁ କାଳ ସାଜିଛି । ରାଜ୍ୟର ଭିନ୍ନ ଭିନ୍ନ

ସତ୍ୟ ପ୍ରମାଣିତ ହେଉଛି ବିଷ୍ଣୁ ପୁରାଣର ଏହି ଭବିଷ୍ୟବାଣୀ, ଯାହାକୁ ଜାଣି ହେବେ ଆଶ୍ଚର୍ଯ୍ୟ

ମେଟ୍ରୋ ଟିଭି ଓଡିଶା (୨୧.୫.୨୦୨୨) ସନାତନ ଧର୍ମରେ ଅନେକ ଶାସ୍ତ୍ର ବର୍ଣ୍ଣନା କରାଯାଇଛି। ସେଥିମଧ୍ୟରୁ ଗୋଟିଏ ହେଉଛି ବିଷ୍ଣୁ ପୁରାଣ। ଏହି ପୁସ୍ତକରେ ମନୁଷ୍ୟର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଗୁରୁତ୍ୱପୂର୍ଣ୍ଣ ଜିନିଷ ବିଷୟରେ ବର୍ଣ୍ଣନା କରାଯାଇଛି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ