ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ବଙ୍ଗର ମାଲଦା ଟାଉନ୍ ଷ୍ଟେସନରୁ ହାଓଡ଼ା ଏବଂ ଗୌହାଟି (କାମାଖ୍ୟା) ମଧ୍ୟରେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ସେହିପରି…