Browsing Tag

#odisha

ମନୋଜ-କିଶୋର ସାହିତ୍ୟ ପ୍ରତିଭା ପୁରସ୍କାର ପରିମାଣ ୨ ଲକ୍ଷ ଟଙ୍କାକୁ ବୃଦ୍ଧି

ମେଟ୍ରୋଟିଭିଓଡିଶା(୨୬.୪.୨୦୨୨) ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ୨୦୨୧ ମଇ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ଏବଂ ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା। ତେବେ