OTET-୨୦୨୬ର ପରୀକ୍ଷା ଫଳ ପ୍ରକାଶ : ମୋଟ ପାସ୍ ହାର ୬୪.୪୮ ପ୍ରତିଶତ
ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା OTET-୨୦୨୬ର ଫଳ ପ୍ରକାଶ ପାଇଛି। ଜୁଲାଇ ୫ରେ ଅନୁଷ୍ଠିତ ପରୀକ୍ଷାରେ ପେପର-୧ ଓ ପେପର-୨ ପାଇଁ ମୋଟ ୯୭ ହଜାର୧୫୧ ଜଣ ପଞ୍ଜୀକରଣ କରିଥିଲେ। ଏଥିରୁ ୮୪ ହଜାର ୭୩୧ ଜଣ ପରୀକ୍ଷା ଦେଇଥିବା ବେଳେ ୫୩ ହଜାର ୩୧୪ ଜଣ ପରୀକ୍ଷାରେ ଯୋଗ୍ୟତା ହାସଲ କରିଛନ୍ତି। ମୋଟ…