Astrology/Vastu ଆଜିର ରାଶିଫଳ Metro TV Odisha Oct 28, 2025 ମେଷ: ଘରେ କୌଣସି ଧାର୍ମିକ ଆୟୋଜନ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ଅଧ୍ୟାପକଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ହେବ। ବୃଷ: ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭ। ଜମି ସଂପର୍କିତ ମାମଲାର…
Education ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା Metro TV Odisha Oct 27, 2025 ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
Entertainment ୧୪ ବର୍ଷ ପରେ ଅଲଗା ହେବ ଲୋକପ୍ରିୟ ଟେଲିଭିଜନ କପଲ ଜୟ ଭାନୁଶାଳୀ ଏବଂ ମାହି ଭିଜ Metro TV Odisha Oct 27, 2025 ଲୋକପ୍ରିୟ ଟେଲିଭିଜନ କପଲ ଜୟ ଭାନୁଶାଳୀ ଏବଂ ମାହି ଭିଜଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଅନେକ ରିପୋର୍ଟ ଦାବି କରୁଛି ଏବଂ ଗଣମାଧ୍ୟମ ଦ୍ରୁତ ଗତିରେ ପ୍ରସାରିତ ହେଉଛି ଯେ ଜୟ ଏବଂ ମାହିଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଏପରି ମଧ୍ୟ କୁହାଯାଉଛି ଯେ ଏହି ଦମ୍ପତି କିଛି ମାସ…
Culture ଆଜି ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଡ଼ଠାକୁର Metro TV Odisha Oct 27, 2025 କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ଦାରୁ ବିଗ୍ରହଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କ ହରିହର ବେଶ ଆରମ୍ଭ ହେବ । ସେବକମାନେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ…
Education ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା Metro TV Odisha Oct 27, 2025 ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,…
Weather Report ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି Metro TV Odisha Oct 27, 2025 ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ସୋମବାର ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି। ସେପଟେ ଏହାକୁ ମୁକାବିଲା କରିବା ପାଇଁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ପ୍ରସ୍ତୁତ ହୋଇଛି ଭୂସ୍ଖଳନ ହେଉ କି ଗଛ ଉପୁଡିବା କିମ୍ବା ବିଦ୍ୟୁତ ଖୁଣ୍ଟ…
Health ଆଖି ଡେଇଁବା ଶୁଭ ନା ଅଶୁଭ Metro TV Odisha Oct 27, 2025 ଜୀବନକାଳ ଭିତରେ ଆପଣଙ୍କ କେବେ ନା କେବେ ଆଖି ଡେଇଁଥିବ । ଆଉ ଆଖି ଡେଇଁଲାମାନେ ପାଖ ଆଖରେ ଥିବା ଲୋକ କହିଥିବେ ଆଜି କିଛି ଶୁଭ ନହେଲେ ଅଶୁଭ ହେବ । ଏହି ଆଖି ଡେଇଁବାକୁ ନେଇ ୨୦୦୧ ମସିହାରେ ଓଡ଼ିଆ ଆଲବମରେ ଗୋଟିଏ ଗୀତ ମଧ୍ୟ ରିଲିଜ୍ ହୋଇଥିଲା ‘ଡେଉଁଛି ମୋ ବାଁ ଆଖି’ । ଆଖି ଡେଇଁବା ବା ଫଡ଼ ଫଡ଼…
Odisha ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’ Metro TV Odisha Oct 27, 2025 ବଙ୍ଗୋପସାଗରରେ ଗଭୀର ଅବପାତ କେନ୍ଦ୍ରୀଭୂତ ହେଉଛି। ସମୁଦ୍ରରୁ ବଳ ଗୋଟାଇବା ସହିତ ସୋମବାର ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ପରେ ସମୁଦ୍ର ଭିତେର ଅଧିକ ବଳ ଗୋଟାଇ ଭୀଷଣ ବାତ୍ୟା ରୂପନେଇ ସ୍ଥଳଭାଗ ମୁହାଁଇବ ‘ମନ୍ଥା’। ଆନ୍ଧ୍ରପ୍ରଦେଶର ମଛଲିପଟନମ୍ ଓ…
Astrology/Vastu ଆଜିର ରାଶିଫଳ Metro TV Odisha Oct 27, 2025 ମେଷ: ହର୍ଷଯୁକ୍ତ, ବିଶୁଦ୍ଧଭାଷୀ, ବହୁ ଧନଶାଳୀ, ବହୁ ମୁକ୍ତାର ଅଧିକାରୀ ହେବେ; ମାତ୍ର ବୃଦ୍ଧମାନଙ୍କ ପକ୍ଷେ ଏହା ସମ୍ଭବ ନୁହେଁ। ଶତ୍ରୁ ନାଶ କରି ପାରନ୍ତି। ସୁସ୍ଥ ରହିବେ। ବିଦ୍ୟାଭ୍ୟାସୀ ହେବେ। ସୁସ୍ଥ ରହିବେ। ବୃଷ: ଶାସ୍ତ୍ରପଟୁ ଓ ପୁଣ୍ୟଦେହୀ ହୋଇପାରନ୍ତି। ସୁବର୍ଣ୍ଣ ସମ୍ପଦର…
Odisha ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’ Metro TV Odisha Oct 26, 2025 ବଙ୍ଗୋପସାଗରରେ ଆସୁଥିବା ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ? ଓଡ଼ିଶାରେ ଏହାର ପ୍ରଭାବ କଣ ପଡିବ? କେଉଁ କେଉଁ ଜିଲ୍ଲାରେ କେତେ ବର୍ଷା ହେବ? ଏହାକୁ ନେଇ ଲୋକେ ଭୟଭୀତ ହୋଇପଡିଥିବାବେଳେ ସ୍ପଷ୍ଟ ହୋଇଛି ବାତ୍ୟାର ଗତିପଥ । ସ୍ପଷ୍ଟ ହୋଇଛି କେଉଁଠି ଛୁଇଁବ ସ୍ଥଳଭାଗ ।ଅଶାନ୍ତ ହୋଇଛି ବଂଗୋପସାଗର।…