ଚାଇନା ମାଟିରେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର SCO ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ପହଞ୍ଚିଛନ୍ତି। ଶିଖର ସମ୍ମିଳନୀ ବ୍ୟତୀତ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ପୃଥକ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ।
ଜାପାନ ଗସ୍ତ ଶେଷ କରିବା ପରେ…