Browsing Tag

#odisha

ଧୂଆଁମୟ ଦିଲ୍ଲୀର ଆକାଶ

ଗତକାଲି ଦିପାବଳୀ ପରେ ପରେ ପୂରା ଧୂଆଁମୟ ହୋଇଯାଇଛି ରାଜଧାନୀ ଦିଲ୍ଲୀର ଆକାଶ। ଦୀପାବଳିର ଗୋଟିଏ ଦିନ ପରେ ମଙ୍ଗଳବାର ଦିଲ୍ଲୀକୁ ବିଷାକ୍ତ କୁହୁଡ଼ି ଘୋଡ଼ାଇ ରଖିଥିବାର ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିର୍ଦ୍ଧାରିତ ସମୟ ସୀମାକୁ ଉଲ୍ଲଂଘନ କରି ଲଗାତର ଭାବେ ବାଣ ମାରି…

ନୂଆପଡା ବିଧାନସଭା ଉପ ନିର୍ବାଚନ, ସରିଲା ନାମାଙ୍କନ, ଆଜିଠୁ ଜମିବ ପ୍ରଚାର

ସରିଲା ନାମାଙ୍କନ, ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ  ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ…

ଆଜି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ

ଆଜି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ…

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ବଡ଼ ଡ଼ିଲ୍ ଫାଇନାଲ ହେବା ଯୋଗୁଁ ଘରେ ସମାରୋହ କରିବେ। ରଚନାତ୍ମକ କାର୍ଯ୍ୟରେ ମନ ଲାଗିବ। ତଳିଆ କର୍ମଚାରୀ ଆପଣଙ୍କଠୁ କାମ ଶିଖିବାକୁ ପସନ୍ଦ କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ବୃଷ: ପୂର୍ବରୁ କରିଥିବା କୌଣସି ସାମାଜିକ କାର୍ଯ୍ୟ ପାଇଁ ସମ୍ମାନିତ…

ଆଜି ଠାରୁ ଆରମ୍ଭ ହେଉଛି କାଳୀପୂଜା, ଉତ୍ସବମୂଖର ଭଦ୍ରକ ସହର

ଦୀପାବଳିଠାରୁ ଆରମ୍ଭ ହୋଇଛି ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା। ପାଗ ଅନୁକୂଳ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏବେ ପୂଜା ପାଇଁ ବେଶ୍‌ ଉତ୍ସବମୁଖର ହୋଇଉଠିଛି ସହର । ସବୁ ପୂଜା ମଣ୍ଡପର ସଚେତନାତ୍ମକ ବାରୁଆଳି ନିକଟରେ ଲୋକଙ୍କ ଭିଡ଼ ଜମିଲାଣି । ସ୍ଥାୟୀ ପୂଜା ମଣ୍ଡପ ସମ୍ମୁଖରେ…

ଆଜି ଆଲୋକର ପର୍ବ ଦୀପାବଳି, ଟୁଇନ ସିଟିରେ ୨ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ଅନୁମତି

ଆଜି ଆଲୋକର ପର୍ବ ଦୀପାବଳି । ଘରେ ଘରେ ଖୁସିର ମାହୋଲ। ପୁଣି ଆଜି ଦୀପାବଳି ପାଳନ ହେବା ସହ  ପୟାଶ୍ରାଦ୍ଧ ପାଳନ ହେଉଛି । ବଡ଼ବଡୁଆ ଡାକରେ ଏବେ କମ୍ପୁଛି ପୁରୀ ବଡ଼ଦାଣ୍ଡ । ଏଥିପାଇଁ ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକୁଛନ୍ତି…

ଆସନ୍ତା ୨୪ ଘଣ୍ଟା ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ ।  ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ। କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ବଳ ଗୋଟାଇବ । ୨୩ ତାରିଖ ବେଳକୁ ଘନିଭୁତ ହେଇ ଅଵପାତରେ ପରିଣତ ହେବ। ଏହାର…

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ବଡ଼ ଡ଼ିଲ୍ ଫାଇନାଲ ହେବା ଯୋଗୁଁ ଘରେ ସମାରୋହ କରିବେ। ରଚନାତ୍ମକ କାର୍ଯ୍ୟରେ ମନ ଲାଗିବ। ତଳିଆ କର୍ମଚାରୀ ଆପଣଙ୍କଠୁ କାମ ଶିଖିବାକୁ ପସନ୍ଦ କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ବୃଷ: ପୂର୍ବରୁ କରିଥିବା କୌଣସି ସାମାଜିକ କାର୍ଯ୍ୟ ପାଇଁ ସମ୍ମାନିତ ହେବେ। ନୂଆ…

ରାଜ୍ୟର ୪୮ ହଜାର ୬୯୩ ଜଣ ହିତାଧିକାରୀଙ୍କୁ ମିଳିଲା ଗୃହ ନିର୍ମାଣ ପାଇଁ କିସ୍ତି ପ୍ରଦାନ

ରାଜ୍ୟର ୪୮ ହଜାର ୬୯୩ ଜଣ ହିତାଧିକାରୀଙ୍କୁ ରବିବାର ଗୃହ ନିର୍ମାଣ ପାଇଁ କିସ୍ତି ପ୍ରଦାନ କରାଯାଇଛି। ଏହାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ପୂର୍ବରୁ ଆମେ ଆର୍ଥିକ ଅନଗ୍ରସର ପରିବାରମାନଙ୍କ ମୁହଁରେ ହସ ଫୁଟାଇପାରିଛୁ।…

ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ରାଜ୍ୟର ଭାଇ-ଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା…