Browsing Tag

#odisha

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

ଉତ୍ତର-ପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉପରେ ଦକ୍ଷିଣ ଆଡ଼କୁ ଢଳି ରହିଛି। ଶୁକ୍ରବାର ଏହା ଦକ୍ଷିଣ…

ଓଡ଼ିଶା ହେବ ଫାର୍ମା ହବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାକୁ ଭାରତର ଫାର୍ମାସିଉଟିକାଲ ରାଜଧାନୀ ଭାବେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ହାଇ-ପ୍ରୋଫାଇଲ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯୋଜନା କରୁଛନ୍ତି। ଏହି କନକ୍ଲେଭରେ ଜାତୀୟ ଓ ଆନ୍ତର୍ଜାତୀୟ ଔଷଧ ନିର୍ମାତା ସଂସ୍ଥାମାନେ ଅଂଶଗ୍ରହଣ କରିବେ। ୭୯ତମ ସ୍ବାଧୀନତା ଦିବସ…

ଭାରତର ମହାନ ଦ୍ରୁତ ବୋଲର ଜାହିର ଖାନ ଏଲ୍‌ଏସ୍‌ଜି ଛାଡ଼ିବା ନେଇ ଚର୍ଚ୍ଚା

ଭାରତର ମହାନ ଦ୍ରୁତ ବୋଲର ଜାହିର ଖାନ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ (ଏଲ୍‌ଏସ୍‌ଜି) ଛାଡ଼ିବା ନେଇ ଚର୍ଚ୍ଚା ଚାଲିଛି। ତାଙ୍କ ବଦଳରେ  ଏଲ୍‌ଏସ୍‌ଜି ଦଳ ଲାଗି ନୂଆ ପରାମର୍ଶଦାତା ନିଯୁକ୍ତି ‌କରିବା ଯୋଜାନରେ ଥିବା ସୂଚନା ମିଳୁଛି। ଏଲ୍‌ଏସ୍‌ଜି ଗତ ସଂସ୍କରଣରେ ୧୪ ମ୍ୟାଚ୍‌ ଖେଳି ୬ ବିଜୟ ସହ…

ଶୋଲେ’ ଫିଲ୍ମକୁ 50 ବର୍ଷ

ଶୋଲେ' ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାର ୫୦ ବର୍ଷ ପୂରଣ କରିଛି । ଏହି ଚଳଚ୍ଚିତ୍ରଟି ସ୍ୱାଧୀନତା ଦିବସ, ୧୫ ଅଗଷ୍ଟ ୧୯୭୫ରେ ମୁକ୍ତିଲାଭ କରିଥିଲା । ରମେଶ ସିପ୍ପିଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଅମିତାଭ ବଚ୍ଚନ, ଧର୍ମେନ୍ଦ୍ର, ହେମା ମାଳିନୀ, ଜୟା ବଚ୍ଚନ, ସଞ୍ଜୀବ କୁମାର ଏବଂ ଅମଜଦ…

ଭାରତ ଉପରେ ଶୁଳ୍କ ବଢାଇବାକୁ ଧମକ ଦେଲା ଆମେରିକା

ଭାରତ ଉପରେ ଦୁଇଟି ପର୍ଯ୍ୟାୟରେ ୫୦ ପ୍ରତିଶତ ଶୁଳ୍କ ଲଗାଇଥିବା ଆମେରିକା ଆହୁରି ଶୁଳ୍କ ଲଗାଇବାକୁ ଧମକ ଦେଇଛି। ଆମେରିକାର ଟ୍ରେଜେରି ସଚିବ ସ୍କଟ୍ ବେସେଣ୍ଟ କହିଛନ୍ତି ଯେ ଆଲାସ୍କାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ମଧ୍ୟରେ ଆଲୋଚନା…

ଓଡ଼ିଶାରେ ଶିକ୍ଷକ ନିଯୁକ୍ତି ନୀତି ଉଲ୍ଲଂଘନର ତଦନ୍ତ ଆରମ୍ଭ

ଓଡ଼ିଶାରେ ଅନେକ କନିଷ୍ଠ ଶିକ୍ଷକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଉତ୍ତୀର୍ଣ୍ଣ ନହୋଇ ମଧ୍ୟ ଛଅ ବର୍ଷ ସେବା ପରେ ସରକାରୀ ଚାକିରିରେ ନିୟମିତ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଦନ୍ତ ଆରମ୍ଭ କରିଛି।…

“ଭାରତ ନିଷ୍ପତ୍ତି ନେଇଛି, ଆମେ ଆଉ ପରମାଣୁ ଧମକକୁ ସହ୍ୟ କରିବୁ ନାହିଁ – ମୋଦୀ

ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ଦିଲ୍ଲୀରୁ ପଲ୍ଲୀ ସବୁଠି ସ୍ୱତନ୍ତ୍ରତାର ଦିନକୁ ନେଇ ଉତ୍ସାହର ମାହୋଲ। ଏହାରି ଭିତରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୨ଥର ପାଇଁ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସହ ରାଷ୍ଟ୍ର…

‘ଅପରେସନ ସିନ୍ଦୂର’କୁ ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକ ଐତିହାସିକ ଉଦାହରଣ – ରାଷ୍ଟ୍ର୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ୭୯ତମ ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ‘ଅପରେସନ ସିନ୍ଦୂର’କୁ ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକ ଐତିହାସିକ ଉଦାହରଣ ଭାବେ ଅଭିହିତ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ‘ଅପରେସନ୍‌ ସିନ୍ଦୂର’ ଦେଖାଇଛି ଯେ ରାଷ୍ଟ୍ରୀୟ…

ଆଜି ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ,ଲାଲ କିଲ୍ଲାରେ ପତକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଦିଲ୍ଲୀ ଲାଲକିଲାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ…

ପବିତ୍ର ଜନ୍ମାଷ୍ଟର୍ମ ପର୍ବରେ ଏହି ତିନି ରାଶିଙ୍କ ଉପରେ ହେବ ଧନ ବର୍ଷା

ଚଳିତ ବର୍ଷ ୧୫ ଅଗଷ୍ଟରେ ପାଳନ ହେଉଛି ଜନ୍ମାଷ୍ଟମୀ ପର୍ବ । ଏହି ଦିନ ବୁଧ, ଗୁରୁ, ଶୁକ୍ର, ଶନି ଗ୍ରହ ଏକାଠି ହୋଇ ଅଦ୍ଭୁତ ସଂଯୋଗ ହେବାକୁ ଯାଉଛି । ଏହି ଯୋଗ ୩ ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ଶୁଭ ପରିବର୍ତ୍ତନ ଆଣିବାକୁ ଯାଉଛି । ଭାଗ୍ୟକୁ ବଦଳାଇ ଦେବ ଏହି ଯୋଗ । ଜନ୍ମାଷ୍ଟମୀରେ…