ରାତି ପାହିଲେ ୭୯ତମ ସ୍ୱାଧୀନତା ଦିବସ, ପରେଡ୍ରେ ସାମିଲ ହେବେ ୪୮ଟି କଣ୍ଟିଜେଣ୍ଟ
ଶୁକ୍ରବାର ସାରା ଦେଶରେ ପାଳିତ ହେବ ୭୯ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ଗାନ୍ଧୀମାର୍ଗରେ ମହାସମାରୋହରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହେବ। ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବେ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।…