ଓଡ଼ିଶା ଭୋଟର ତାଲିକାରୁ କଟିଲା ୨୦ ଲକ୍ଷରୁ ଅଧିକ ନାଁ
ଓଡ଼ିଶା ଭୋଟର ତାଲିକାରୁ କଟିଲା ୨୦ ଲକ୍ଷରୁ ଅଧିକ ନାଁ । ସେପ୍ଟେମ୍ବର ୬ରେ ଆସିବ ଫାଇନାଲ୍ ଭୋଟର ଲିଷ୍ଟ। ଆଜିଠୁ ଆପତ୍ତି ଅଭିଯୋଗ ଆରମ୍ଭ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ CEOଙ୍କ ପକ୍ଷରୁ ରାଜ୍ୟରେ ସ୍ପେଶାଲ୍ ଇଣ୍ଟେନସିଭ୍ ରିଭିଜନ୍ ବା ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାର ଭାଗ ସ୍ଵରୂପ…