ସରିଲା କ୍ୟାବିନେଟ୍ ବୈଠକ,୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର
ସରିଲା କ୍ୟାବିନେଟ୍ ବୈଠକ , ହେଲା ବଡ଼ ଘୋଷଣା । ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସରିଲା ବୈଠକ । ଛଅଟି ବିଭାଗର ୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର । ସମବାୟ ବିଭାଗର ହେବ ମଡେଲ ମଣ୍ଡି । ପ୍ରଥମ ପ୍ରର୍ଯ୍ୟାୟରେ ୩୦୦ କୋଟି ବ୍ୟୟରେ ୩୮ଟି ମଣ୍ଡି ହେବ ।…