Browsing Tag

#odisha

ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ

ଟିଭି ଅଭିନେତ୍ରୀ ରୂପଲ ତ୍ୟାଗୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ତାଙ୍କର ଦୀର୍ଘଦିନର ପ୍ରେମିକ ନୋମିଶ ଭାରଦ୍ୱାଜଙ୍କୁ ଡିସେମ୍ବର ୫ ତାରିଖରେ ବାହା ହୋଇଥିଲେ। ଏହି ଦମ୍ପତିଙ୍କର ଏକ ଇଣ୍ଟିମେଣ୍ଟ ବିବାହ ହୋଇଥିଲା। ଯେଉଁଥିରେ କେବଳ ଉଭୟ ପରିବାର ଏବଂ ନିକଟତର ବନ୍ଧୁମାନେ ସାମିଲ…

ଶେଖ୍ ହସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ନିର୍ଯାତନା ଚରମରେ

ଶେଖ୍ ହସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ନିର୍ଯାତନା ଚରମରେ ପହଞ୍ଚିଛି । ଲାଗାତାର ହିନ୍ଦୁଙ୍କ ଉପରେ ଆକ୍ରମଣ ମାମଲା ବୃଦ୍ଧି ପାଉଛି । ବାଂଲାଦେଶରେ ପୁଣି ଥରେ ଦୁଇ ଜଣ ହିନ୍ଦୁଙ୍କୁ ହତ୍ୟା କରାଯାଇଛି । ୧୯୭୧ ମୁକ୍ତିଯୋଦ୍ଧାର ସଂଗ୍ରାମୀ ଓ ତାଙ୍କ…

ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ,ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି…

ତୁଟିବ ମହାନଦୀ ବିବାଦ । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି । ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ…

ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ

ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ କରାଯାଇଛି। ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ଆଲୋକର ପର୍ବ ଦୀପାବଳି। ବର୍ତ୍ତମାନ ଦିଲ୍ଲୀର ଲାଲକିଲ୍ଲାରେ ୟୁନେସ୍କୋର ଆନ୍ତଃସରକାରୀ କମିଟିର ୨୦ତମ ଅଧିବେଶନ ଅନୁଷ୍ଠିତ ହେଉଛି। ଆଜି ସେଠାରୁ ଏହି…

ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି, ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି । ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆଜିର ମ୍ୟାଚ୍ ବହୁତ ଉତ୍କଣ୍ଠା ଭରା ଥିଲା । ହଜାର ହଜାର ଦର୍ଶକ ଏହାକୁ ଦେଖି ଆନନ୍ଦିତ ହୋଇଛନ୍ତି । ଭାରତୀୟ ଟିମ୍…

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ: ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ…

ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ୨୧ରେ ହେବାକୁ ଥିବା କଳା,…

ଥଣ୍ଡା ଦିନେ ଚା’ କିମ୍ବା କଫି ଅଧିକ ପରିମାଣରେ ପିଇବା ଉଚିତ୍‌ ନୁହେଁ

ଶୀତଦିନ ଆରମ୍ଭ ହୋଇଗଲେ ଲୋକମାନେ ନିଜ ଶରୀରକୁ ଉଷ୍ମ ରଖିବା ପାଇଁ ଚା’ କିମ୍ବା କଫି ପିଇଥାନ୍ତି। ଏହା ଦ୍ବାରା ଶୋଷ କମ୍ ଲାଗିଥାଏ। ତେଣୁ ଲୋକମାନେ ପାଣି ପିଇବା କମ୍ କରି ଦେଇଥାନ୍ତି। ଏହା କାରଣରୁ ଶରୀରରୁ ଜଳୀୟ ଅଂଶ କମିବାକୁ ଲାଗେ । ଆପଣ ଜାଣିଛନ୍ତି କି ଚା’ କିମ୍ବା କଫି ଅଧିକ ପରିମାଣରେ…

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ ଯାଏ ଶୀତ ଲହରି ଜାରି ରହିବ। ଏନେଇ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ୭ ଜିଲା ଝାରସୁଗୁଡ଼ା,…

ଆଜିର ରାଶିଫଳ

ମେଷ: ଅଧୁରା ଥିବା କାମ ନିର୍ଦ୍ଧାରିତ ସମୟରେ ପୂରା କରିପାରିବେ। ଅଫିସରେ ନୂଆ ଦାୟିତ୍ବ ପାଇବେ। ମନ ପସନ୍ଦ ଜାଗାକୁ ବଦଳିର ସୂଚନା ପାଇବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ‌ ବୃଷ: ପୂରା ଦିନ ଆପଣଙ୍କ ମନରେ ପ୍ରସନ୍ନତା ବଜାୟ ରହିବ। ନୂଆ କାରବାର ପାଇଁ ଭଲ ମଉକା ପାଇବେ। ଚାକିରିରେ…

ଐତିହାସିକ ବାରବାଟୀ ଷ୍ଟାଡିୟମରେ ଭାରତୀୟ କ୍ରିକେଟ୍‌ ଟିମ୍‌ ର ଦମ୍‌ଦାର ବିଜୟ

ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଭାରତୀୟ କ୍ରିକେଟ୍‌ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରିଛି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ବିସ୍ଫୋରକ ବ୍ୟାଟିଂ ଓ ବୋଲରଙ୍କ ଦମଦାର ବୋଲିଂ ଫଳରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌କୁ…