ଆଜି ଆନ୍ତର୍ଜାତୀୟ ଅଲମ୍ପିକ୍ ସମିତି ର 141ତମ ଅଧିବେଶନର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ 141 ତମ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଅଧିବେଶନର ଉଦଘାଟନ କରିବେ। ଏହି ଅଧିବେଶନରେ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଭାପତି ଶ୍ରୀ ଥୋମାସ୍ ବାଚ୍ ଏବଂ ଆଇଓସିର ଅନ୍ୟ ସଦସ୍ୟମାନେ, ଭାରତୀୟ…