Browsing Tag

#omicron

ରାଜଧାନୀରେ ପ୍ରଥମ ମଙ୍କିପକ୍ସ ରୋଗୀ ଚିହ୍ନଟ: ବଢ଼ାଉଛି ଆତଙ୍କ

ଦିଲ୍ଲୀ: ରବିବାର ପ୍ରଥମ ମଙ୍କିପକ୍ସ ରୋଗୀ ଦିଲ୍ଲୀରେ ଚିହ୍ନଟ ହୋଇଛନ୍ତି । କେରଳ ପରେ ଦିଲ୍ଲୀରେ ଏହାକୁ ମିଶାଇ ଦେଶରେ ମୋଟ ମଙ୍କିପକ୍ସ ମାମଲା ୪କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ କେରଳରେ ୩ଟି ମାମଲା ଚିହ୍ନଟ ହୋଇଥିଲା । ଦେଶରେ ଚତୁର୍ଥ ମାମଲା ଚିହ୍ନଟ ପରେ କେନ୍ଦ୍ର ପକ୍ଷରୁ ଏକ ଜରୁରି

ଡେଲ୍ଟା ନୁହେଁ ଆମେରିକାରେ ଓମିକ୍ରନରେ ଅଧିକ ମୃତ୍ୟୁ

ମେଟ୍ରୋ ଟିଭି ଓଡିଶା,୩୦/୧ : କରୋନା ମହାମାରୀ ଦୁଇବର୍ଷ ଲୋକଙ୍କ ନିଦ ହଜାଇ ଦେଇଥିଲା । ନିଜ ଆତ୍ମୀୟ ଲୋକଙ୍କୁ ବି ଛୁଇଁବା ପାଇଁ ଡର ଲାଗୁଥିଲା । କାରଣ ବାହାରେ ରହୁଥିବା ପରିବାର ବର୍ଗଙ୍କ ଠାରୁ ସାମାଜିକ ଦୂରତା ରଖିବାକୁ ପଡୁଥିଲେ । ସେତେବେ ଲୋକେ ଲକଡାଉନ ସଟଡାଉନରେ ଛନ୍ଦି ହୋଯାଇଥିଲେ ।