ଟୋଙ୍ଗାରେ ଭୟଙ୍କର ଆଗ୍ନେୟଗିରି ଉଦ୍ଗିରଣ
ମେଟ୍ରୋ ଟିଭି ଓଡିଶା,୧୯/୧: ଟୋଙ୍ଗାରେ ଭୟଙ୍କର ଆଗ୍ନେୟଗିରି ଉଦ୍ଗିରଣ ଯୋଗୁ ନ୍ୟୁଜିଲ୍ୟାଣ୍ଡ ବୌଜ୍ଞାନିକ କହୁଛନ୍ତି ଏହା ଫଳରେ ପରିବେଶ ପ୍ରଦୂଷଣ ହେବା । ଟୋଙ୍ଗାରେ ଲୋକ ମାନେ ଅଳ୍ପ ପରିମାଣର ଏସିଡ ବର୍ଷାର ଅନୁଭବ କରିବେ । ଗତ ଶନିବାର ଦିନ ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ହୋଇଥିବା!-->…